John 10:29 — Compare Translations
7 translations compared side by side
Odia - 1840
"ମାେ ପରମପିତା ମାେତେ ମାରେ ମଷେମାନଙ୍କୁ ଦଇେଛନ୍ତି। ସେ ସମସ୍ତଙ୍କଠାରୁ ମହାନ୍। ମାେ' ପରମପିତାଙ୍କ ହାତରୁ କୌଣସି ଲୋକ ମାେ ମଷେ ଚୋରି କରିପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ପିତା ମୋତେ ଯାହା ଦେଇଅଛନ୍ତି, ତାହା ସବୁଠାରୁ ବହୁମୂଲ୍ୟ, ଆଉ ପିତାଙ୍କ ହସ୍ତରୁ କେହି ତାହା ହରଣ କରି ପାରେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୋର ପିତା ମୋତେ ଯାହା ଦେଇଛନ୍ତି, ତାହା ସବୁଠାରୁ ବହୁମୂଲ୍ୟ। ପିତାଙ୍କ ତତ୍ତ୍ୱାବଧାନରୁ କେହି ସେମାନଙ୍କୁ ଛଡ଼ାଇ ନେଇ ପାରିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ପରମପିତା ମୋତେ ମୋର ମେଷମାନଙ୍କୁ ଦେଇଛନ୍ତି। ସେ ସମସ୍ତଙ୍କଠାରୁ ମହାନ୍। ମୋ’ ପରମପିତାଙ୍କ ହାତରୁ କୌଣସି ଲୋକ ମୋ’ ମେଷ ଗ୍ଭେରି କରି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ପିତା ମୋତେ ଯାହା ଦେଇଅଛନ୍ତି, ତାହା ସବୁଠାରୁ ବହୁମୂଲ୍ୟ, ଆଉ ପିତାଙ୍କ ହସ୍ତରୁ କେହି ତାହା ହରଣ କରିପାରେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୋହର ପିତା ମୋତେ ଯାହା ଦେଇଅଛନ୍ତି, ତାହା ସବୁଠାରୁ ବହୁମୂଲ୍ୟ, ଆଉ ପିତାଙ୍କ ହସ୍ତରୁ କେହି ତାହା ହରଣ କରି ପାରେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಕಾಯ್ ಮಾಜ್ಯಾ ಬಾಬಾನ್ ಮಾಕಾ ದಿಲ್ಯಾನಾಯ್ ತೆ ಸಗ್ಳ್ಯಾಚ್ಯಾನ್ಕಿ ಮೊಟೆ, ಮಾಜೊ ಬಾಬಾ ತೆಂಕಾ ರಾಕ್ತಾನಾ ಕೊನಾಕ್ಬಿ ತೆಂಕಾ ಧುರ್ ಕರುಕ್ ಹೊಯ್ನಾ.