John 10:31 — Compare Translations

7 translations compared side by side

Odia - 1840
"ଯିହୂଦୀମାନେ ଯୀଶୁଙ୍କୁ ମାରିବା ପାଇଁ ପୁଣି ପଥର ଉେଠଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦୀମାନେ ତାହାଙ୍କୁ ଫୋପାଡ଼ିବା ନିମନ୍ତେ ଆଉ ଥରେ ପଥର ଆଣିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏ କଥା ଶୁଣି ଇହୁଦୀମାନେ ତାଙ୍କୁ ମାରିବା ପାଇଁ ପଥର ଉଠାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦୀମାନେ ଯୀଶୁଙ୍କୁ ମାରିବା ପାଇଁ ପୁଣି ପଥର ଉଠେଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୁଦୀ ଲୋକମାନେ ତାହାଙ୍କୁ ଫୋପାଡ଼ିବା ନିମନ୍ତେ ଆଉ ଥରେ ପଥର ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ଯିହୂଦୀମାନେ ତାହାଙ୍କୁ ଫୋପାଡ଼ିବା ନିମନ୍ତେ ଆଉ ଥରେ ପଥର ଆଣିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಅನಿ ಜುದೆವ್ ಲೊಕಾನಿ ತೆಕಾ ಗುಂಡ್ಯಾನಿ ಮಾರುಕ್ ಮನುನ್ ಗುಂಡೆ ಎಚುನ್ ಘೆಟ್ಲ್ಯಾನಿ.