John 10:32 — Compare Translations
7 translations compared side by side
Odia - 1840
"କିନ୍ତୁ ଯୀଶୁ ସମାନଙ୍କେୁ କହିଲେ, ମୁଁ ପରମପିତାଙ୍କ ନିର୍ଦ୍ଦେଶ ଅନୁସାରେ ବହୁତ ଆଶ୍ଚର୍ୟ୍ଯ କାର୍ୟ୍ଯ କରି ସାରିଛି। ତୁମ୍ଭେ ସେସବୁ ଦେଖିଛ। ତବେେ କେଉଁ ଭଲ କାର୍ୟ୍ଯ ହତେୁ ତୁମ୍ଭେ ମାେତେ ହତ୍ଯା କରିବା ପାଇଁ ଚେଷ୍ଟା କରୁଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ପିତାଙ୍କଠାରୁ ଅନେକ ଉତ୍ତମ କର୍ମ ତୁମ୍ଭମାନଙ୍କୁ ଦେଖାଇଅଛି; ସେହିସବୁ କର୍ମ ମଧ୍ୟରୁ କେଉଁ କର୍ମ ନିମନ୍ତେ ମୋତେ ପଥର ଫୋପାଡ଼ୁଅଛ?
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେମାନଙ୍କୁ କହିଲେ, “ମୋ’ ପିତାଙ୍କ ନିର୍ଦ୍ଦେଶରେ ମୁଁ ତୁମ ମଧ୍ୟରେ ଅନେକ ସତ୍କର୍ମ କରିଛି। ତା’ ମଧ୍ୟରୁ କେଉଁ ସତ୍କର୍ମ ଯୋଗୁ ମୋତେ ଆଜି ମାରିବାକୁ ଯାଉଛ?”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ମୁଁ ପରମପିତାଙ୍କ ନିର୍ଦ୍ଦେଶ ଅନୁସାରେ ବହୁତ ଆଶ୍ଚର୍ଯ୍ୟ କାର୍ଯ୍ୟ କରିସାରିଛି। ତୁମ୍ଭେ ସେସବୁ ଦେଖିଛ। ତେବେ କେଉଁ ଭଲ କାର୍ଯ୍ୟ ହେତୁ ତୁମ୍ଭେ ମୋତେ ହତ୍ୟା କରିବା ପାଇଁ ଚେଷ୍ଟା କରୁଛ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ପିତାଙ୍କଠାରୁ ଅନେକ ଉତ୍ତମ କର୍ମ ତୁମ୍ଭମାନଙ୍କୁ ଦେଖାଇଅଛି; ସେହିସବୁ କର୍ମ ମଧ୍ୟରୁ କେଉଁ କର୍ମ ନିମନ୍ତେ ମୋତେ ପଥର ଫୋପାଡ଼ୁଅଛ?”
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ପିତାଙ୍କଠାରୁ ଅନେକ ଉତ୍ତମ କର୍ମ ତୁମ୍ଭମାନଙ୍କୁ ଦେଖାଇଅଛି; ସେହି ସବୁ କର୍ମ ମଧ୍ୟରୁ କେଉଁ କର୍ମ ନିମନ୍ତେ ମୋତେ ପଥର ଫୋପାଡ଼ୁଅଛ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ತೆಂಕಾ,“ಮಾಜ್ಯಾ ಬಾಬಾನ್ ಕರುಕ್ ಮನುನ್ ಮಾಕಾ ದಿಲ್ಲಿ ಲೈ ಬರಿ ಕಾಮಾ ಮಿಯಾ ತುಮ್ಚ್ಯಾ ಮದ್ದಿ ಕರ್ಲೊ; ಹ್ಯಾ ಕಾಮಾನಿತ್ಲ್ಯಾ ಖಲ್ಯಾ ಕಾಮಾಸಾಟ್ನಿ ತುಮಿ ಮಾಕಾ ಗುಂಡ್ಯಾನಿ ಮಾರ್ತ್ಯಾಶಿ?” ಮಟ್ಲ್ಯಾನ್.