John 10:33 — Compare Translations
7 translations compared side by side
Odia - 1840
"ଯିହୂଦୀମାନେ ଉତ୍ତର ଦେଲେ, ଆମ୍ଭେ ତୁମ୍ଭକୁ କୌଣସି ଆଶ୍ଚର୍ୟ୍ଯ କାର୍ୟ୍ଯ କରିଥିବାରୁ ମାରୁନାହୁଁ। କିନ୍ତୁ ତୁମ୍ଭେ ଯାହା କହୁଛ, ତାହା ପରମେଶ୍ବରଙ୍କ ବିରୁଦ୍ଧ ରେ କହୁଛ। ତୁମ୍ଭେ ଜଣେ ମନୁଷ୍ଯ ମାତ୍ର, କିନ୍ତୁ ତୁମ୍ଭେ ନିଜକୁ ପରମେଶ୍ବର ସହିତ ସମାନ ବୋଲି କହୁଛ। ସେଥିପାଇଁ ଆମ୍ଭେ ତୁମ୍ଭକୁ ପଥର ରେ ମାରି ଦବୋପାଇଁ ଚାହୁଁଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦୀମାନେ ତାହାଙ୍କୁ ଉତ୍ତର ଦେଲେ, ଉତ୍ତମ କର୍ମ ନିମନ୍ତେ ଆମ୍ଭେମାନେ ତୋତେ ପଥର ଫୋପାଡ଼ୁ ନାହୁଁ, କିନ୍ତୁ ଈଶ୍ଵରନିନ୍ଦା ନିମନ୍ତେ, ପୁଣି ତୁ ମନୁଷ୍ୟ ହୋଇ ଆପଣାକୁ ଈଶ୍ଵର ବୋଲାଉଥିବାରୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଉତ୍ତର ଦେଲେ, “ତୁମର ସତ୍କର୍ମ ପାଇଁ ନୁହେଁ, କିନ୍ତୁ ଈଶ୍ୱର ନିନ୍ଦା ପାଇଁ। ତୁମେ ସାମାନ୍ୟ ମନୁଷ୍ୟ, କିନ୍ତୁ ନିଜକୁ ଈଶ୍ୱରଙ୍କ ସହିତ ସମାନ କରୁଛ।”
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦୀମାନେ ଉତ୍ତର ଦେଲେ, “ଆମ୍ଭେ ତୁମ୍ଭକୁ କୌଣସି ଆଶ୍ଚର୍ଯ୍ୟ କାର୍ଯ୍ୟ କରିଥିବାରୁ ମାରୁ ନାହୁଁ। କିନ୍ତୁ ତୁମ୍ଭେ ଯାହା କହୁଛ, ତାହା ପରମେଶ୍ୱରଙ୍କ ବିରୁଦ୍ଧରେ କହୁଛ। ତୁମ୍ଭେ ଜଣେ ମନୁଷ୍ୟ ମାତ୍ର, କିନ୍ତୁ ତୁମ୍ଭେ ନିଜକୁ ପରମେଶ୍ୱର ସହିତ ସମାନ ବୋଲି କହୁଛ। ସେଥିପାଇଁ ଆମ୍ଭେ ତୁମ୍ଭକୁ ପଥରରେ ମାରି ଦେବା ପାଇଁ ଗ୍ଭହୁଁଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୁଦୀମାନେ ତାହାଙ୍କୁ ଉତ୍ତର ଦେଲେ, ଉତ୍ତମ କର୍ମ ନିମନ୍ତେ ଆମ୍ଭେମାନେ ତୋତେ ପଥର ଫୋପାଡ଼ୁ ନାହୁଁ, କିନ୍ତୁ ଈଶ୍ବର ନିନ୍ଦା ନିମନ୍ତେ, ପୁଣି, ତୁ ମନୁଷ୍ୟ ହୋଇ ଆପଣାକୁ ଈଶ୍ବର ବୋଲାଉଥିବାରୁ ପଥର ଫୋପାଡ଼ୁଅଛୁ।
Odia IRV 2017 (ଓଡିଆ ବାଇବେଲ)
ଯିହୂଦୀମାନେ ତାହାଙ୍କୁ ଉତ୍ତର ଦେଲେ, ଉତ୍ତମ କର୍ମ ନିମନ୍ତେ ଆମ୍ଭେମାନେ ତୋତେ ପଥର ଫୋପାଡ଼ୁ ନାହୁଁ, କିନ୍ତୁ ଈଶ୍ୱର ନିନ୍ଦା ନିମନ୍ତେ, ପୁଣି, ତୁ ମନୁଷ୍ୟ ହୋଇ ଆପଣାକୁ ଈଶ୍ୱର ବୋଲାଉଥିବାରୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಲೊಕಾನಿ ತೆಕಾ, “ಅಮಿ ತಿಯಾ ಕರಲ್ಲ್ಯಾ ಖಲ್ಯಾಬಿ ಬರ್ಯಾ ಕಾಮಾಸಾಟ್ನಿ ತುಕಾ ಗುಂಡ್ಯಾನಿ ಮಾರುಕ್ ಉಟುಕ್ನಾವ್! ತಿಯಾ ಕರ್ತಲ್ಯಾ ನಿಂದ್ಯಾಸಾಟ್ನಿ ಅಮಿ ಮಾರುಕ್ ಉಟ್ಲಾವ್! ತಿಯಾ ಎಕ್ ಮಾನುಸ್, ಖರೆ ತಿಯಾ ತುಕಾಚ್ ದೆವ್ ಕರುಕ್ ಬಗುಲಾಲೆಯ್” ಮಟ್ಲ್ಯಾನಿ.