John 10:34 — Compare Translations
7 translations compared side by side
Odia - 1840
"ଯୀଶୁ ଉତ୍ତର ଦେଲେ, ତୁମ୍ଭ ବ୍ଯବସ୍ଥା ରେ ଏହା ଲଖାେ ଅଛି, 'ଆମ୍ଭେ କହିଲୁ, ତୁମ୍ଭମାନେେ ଈଶ୍ବରଗଣ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭମାନଙ୍କ ବ୍ୟବସ୍ଥାରେ ଏହା କଅଣ ଲେଖା ନାହିଁ, ଆମ୍ଭେ କହିଲୁ, ତୁମ୍ଭେମାନେ ଈଶ୍ଵରଗଣ?
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉତ୍ତର ଦେଲେ, “ତୁମ ଶାସ୍ତ୍ରରେ ଲେଖାଅଛି, ଈଶ୍ୱର କହନ୍ତି, ‘ତୁମ୍ଭେମାନେ ଦେବତା’।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଉତ୍ତର ଦେଲେ, “ତୁମ୍ଭ ବ୍ୟବସ୍ଥାରେ ଏହା ଲେଖା ଅଛି, ‘ଆମ୍ଭେ କହିଲୁ, ତୁମ୍ଭେମାନେ ଈଶ୍ୱରଗଣ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭମାନଙ୍କ ବ୍ୟବସ୍ଥାରେ ଏହା କଅଣ ଲେଖା ନାହିଁ, ଆମ୍ଭେ କହିଲୁ, ତୁମ୍ଭେମାନେ ଈଶ୍ବରଗଣ?
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭମାନଙ୍କ ମୋଶାଙ୍କ ବ୍ୟବସ୍ଥାରେ ଏହା କ'ଣ ଲେଖା ନାହିଁ, ଆମ୍ଭେ କହିଲୁ, ତୁମ୍ଭେମାନେ ଈଶ୍ୱରଗଣ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ತೆಂಕಾ “ತುಮ್ಚ್ಯಾಚ್ ಖಾಯ್ದ್ಯಾತ್ನಿ?” ದೆವ್ ಮಿಯಾ ಮನ್ತಾ. ತುಮಿ ದೆವಾ ಮನುನ್ ನಾ ಕಾಯ್.