John 10:35 — Compare Translations
7 translations compared side by side
Odia - 1840
"ଏହି ଧର୍ମଶାସ୍ତ୍ର କୁ ହେ ଯେ ଯେଉଁମାନେ ପରମେଶ୍ବରଙ୍କର ବାର୍ତ୍ତା ଗ୍ରହଣ କରନ୍ତି, ସମାନେେ ଇଶ୍ବରଗଣ। ଆଉ ଶାସ୍ତ୍ରର ବାକ୍ଯ ସର୍ବଦା ସତ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନଙ୍କ ନିକଟରେ ଈଶ୍ଵରଙ୍କ ବାକ୍ୟ ଉପସ୍ଥିତ ହେଲା, ସେମାନଙ୍କୁ ଯଦି ସେ ଈଶ୍ଵରଗଣ ବୋଲି କହିଲେ (ଆଉ ଧର୍ମଶାସ୍ତ୍ର ଖଣ୍ତନ କରାଯାଇ ପାରେ ନାହିଁ),
Odia BSI (ପବିତ୍ର ବାଇବଲ (CL) NT (BSI))
ଆମେ ଜାଣୁ, ଶାସ୍ତ୍ର ବାକ୍ୟ ଚିରନ୍ତନ ସତ୍ୟ। ଈଶ୍ୱରଙ୍କ ବାର୍ତ୍ତା ଯେଉଁମାନଙ୍କ ନିକଟରେ ପ୍ରକାଶିତ, ସେମାନଙ୍କୁ ଏଠାରେ ଦେବତା କୁହାଯାଇଛି।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଧର୍ମଶାସ୍ତ୍ର କୁହେ ଯେ ଯେଉଁମାନେ ପରମେଶ୍ୱରଙ୍କର ବାର୍ତ୍ତା ଗ୍ରହଣ କରନ୍ତି, ସେମାନେ ଈଶ୍ୱରଗଣ। ଆଉ ଶାସ୍ତ୍ରର ବାକ୍ୟ ସର୍ବଦା ସତ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନଙ୍କ ନିକଟରେ ଈଶ୍ବରଙ୍କ ବାକ୍ୟ ଉପସ୍ଥିତ ହେଲା, ସେମାନଙ୍କୁ ଯଦି ସେ ଈଶ୍ବରଗଣ ବୋଲି କହିଲେ (ଆଉ ଧର୍ମଶାସ୍ତ୍ର ଖଣ୍ଡନ କରାଯାଇପାରେ ନାହିଁ),
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନଙ୍କ ନିକଟରେ ଈଶ୍ୱରଙ୍କ ବାକ୍ୟ ଉପସ୍ଥିତ ହେଲା, ସେମାନଙ୍କୁ ଯଦି ସେ ଈଶ୍ୱରଗଣ ବୋଲି କହିଲେ (ଆଉ ଧର୍ମଶାସ୍ତ୍ର ଖଣ୍ଡନ କରାଯାଇ ପାରେ ନାହିଁ),
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪವಿತ್ರ್ ಪುಸ್ತಕಾತ್ ಸಾಂಗಲ್ಲೆ ಸಗ್ಳೆ ಖರೆಚ್! ಮನುನ್ ಅಮ್ಕಾ ಗೊತ್ತ್ ಹಾಯ್, ದೆವ್ ಅಪ್ನಾಚಿ ಖಬರ್ ದಿವ್ನ್ ಧಾಡಲ್ಲ್ಯಾಕ್ನಿ ತುಮಿ ದೆವಾ ಸರ್ಕೆ ಮನ್ತಾ.