John 10:36 — Compare Translations
7 translations compared side by side
Odia - 1840
"ତବେେ ତୁମ୍ଭେ କାହିଁକି କହୁଛ ଯେ, ମୁଁ ଯାହା କହୁଛି ପରମେଶ୍ବରଙ୍କ ବିରୁଦ୍ଧ ରେ କହୁଛି। କାରଣ ମୁଁ କହିଛି, 'ମୁଁ ପରମେଶ୍ବରଙ୍କର ପୁତ୍ର।' ମାେତେ ପରମେଶ୍ବର ବାଛିଛନ୍ତି ଓ ଏ ଜଗତକୁ ପଠାଇଛନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାହେଲେ ଯାହାଙ୍କୁ ଈଶ୍ଵର ପବିତ୍ର କରି ଜଗତକୁ ପ୍ରେରଣ କଲେ, ତାହାଙ୍କୁ କଅଣ ତୁମ୍ଭେମାନେ, ମୁଁ ଈଶ୍ଵରଙ୍କ ପୁତ୍ର,, ଏହା ମୁଁ କହିବାରୁ, ତୁ ଈଶ୍ଵରନିନ୍ଦା କରୁଅଛୁ ବୋଲି କହୁଅଛ?
Odia BSI (ପବିତ୍ର ବାଇବଲ (CL) NT (BSI))
ପିତା ଈଶ୍ୱର ମୋତେ ମନୋନୀତ କରି ଏ ଜଗତକୁ ପଠାଇଛନ୍ତି। ତାହାହେଲେ ମୁଁ ନିଜକୁ ଈଶ୍ୱରଙ୍କ ପୁତ୍ର କହିବା ଦ୍ୱାରା ଈଶ୍ୱର ନିନ୍ଦା କରୁଛି ବୋଲି କିପରି କହୁଛ?
Odia Bible ERV 2004 (ପବିତ୍ର ବାଇବଲ)
ତେବେ ତୁମ୍ଭେ କାହିଁକି କହୁଛ ଯେ, ମୁଁ ଯାହା କହୁଛି ପରମେଶ୍ୱରଙ୍କ ବିରୁଦ୍ଧରେ କହୁଛି। କାରଣ ମୁଁ କହିଛି, ‘ମୁଁ ପରମେଶ୍ୱରଙ୍କର ପୁତ୍ର।’ ମୋତେ ପରମେଶ୍ୱର ବାଛିଛନ୍ତି ଓ ଏ ଜଗତକୁ ପଠାଇଛନ୍ତି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାହେଲେ ଯାହାଙ୍କୁ ଈଶ୍ବର ପବିତ୍ର କରି ଜଗତକୁ ପ୍ରେରଣ କଲେ, ତାହାଙ୍କୁ କଅଣ ତୁମ୍ଭେମାନେ, ମୁଁ ଈଶ୍ବରଙ୍କ ପୁତ୍ର, ଏହା ମୁଁ କହିବାରୁ, ତୁ ଈଶ୍ବର ନିନ୍ଦା କରୁଅଛୁ ବୋଲି କହୁଅଛ?
Odia IRV 2017 (ଓଡିଆ ବାଇବେଲ)
ତାହାହେଲେ ଯାହାଙ୍କୁ ଈଶ୍ୱର ପବିତ୍ର କରି ଜଗତକୁ ପ୍ରେରଣ କଲେ, ତାହାଙ୍କୁ କ'ଣ ତୁମ୍ଭେମାନେ, ମୁଁ ଈଶ୍ୱରଙ୍କ ପୁତ୍ର, ଏହା ମୁଁ କହିବାରୁ, ତୁ ଈଶ୍ୱର ନିନ୍ଦା କରୁଅଛୁ ବୋଲି କହୁଅଛ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಚ್ ಮಾಜ್ಯಾ ಬಾಬಾನ್ಬಿ ಮಾಕಾ ಎಚುನ್ ಕಾಡುನ್ ಹ್ಯಾ ಜಗಾತ್ ಧಾಡುನ್ ದಿಲ್ಯಾನಾಯ್, ತಸೆ ಜಾಲ್ಯಾರ್ ಮಿಯಾ ದೆವಾಚೊ ಲೆಕ್ ಮಟಲ್ಲೆ ತುಮಿ ನಿಂದ್ಯಾ ಕರ್ಲ್ಯಾ ಸರ್ಕೆ ಕಶೆ ಹೊತಾ.