John 10:37 — Compare Translations

7 translations compared side by side

Odia - 1840
"ମାରେ ପରମପିତା ଯାହା କରନ୍ତି, ମୁଁ ଯଦି ତାହା କରେ ନାହିଁ, ତବେେ ମୁଁ ଯାହା କୁ ହେ ତାହା ବିଶ୍ବାସ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଦି ମୁଁ ମୋହର ପିତାଙ୍କ କର୍ମସବୁ କରେ ନାହିଁ, ତାହାହେଲେ ମୋତେ ବିଶ୍ଵାସ କର ନାହିଁ;
Odia BSI (ପବିତ୍ର ବାଇବଲ (CL) NT (BSI))
ଯଦି ପିତା ଈଶ୍ୱରଙ୍କ ଇଚ୍ଛା ଅନୁଯାୟୀ ମୁଁ କାର୍ଯ୍ୟ କରୁ ନ ଥାଏ, ତେବେ ମୋତେ ବିଶ୍ୱାସ କର ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ପରମପିତା ଯାହା କରନ୍ତି, ମୁଁ ଯଦି ତାହା କରେ ନାହିଁ, ତେବେ ମୁଁ ଯାହା କୁହେ ତାହା ବିଶ୍ୱାସ କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ମୁଁ ମୋହର ପିତାଙ୍କ କର୍ମସବୁ କରେ ନାହିଁ, ତାହାହେଲେ ମୋତେ ବିଶ୍ୱାସ କର ନାହିଁ;
Odia IRV 2017 (ଓଡିଆ ବାଇବେଲ)
ଯଦି ମୁଁ ମୋହର ପିତାଙ୍କ କର୍ମସବୁ କରେ ନାହିଁ, ତାହାହେଲେ ମୋତେ ବିଶ୍ୱାସ କର ନାହିଁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಮಾಜ್ಯಾ ಬಾಬಾಕ್ ಪಾಜೆ ಹೊಲ್ಲೆ ಕರ್ಲ್ಯಾರ್‍ಬಿ ತುಮಿ ಮಾಜೆರ್ ವಿಶ್ವಾಸ್ ಕರಿನ್ಯಾಶಿ.