John 10:38 — Compare Translations
7 translations compared side by side
Odia - 1840
"କିନ୍ତୁ ଯଦି ମାରେ ପରମପିତା ଯାହା କରନ୍ତି, ମୁଁ ତାହା କରୁଥାଏ, ତବେେ ତୁମ୍ଭେ ମାେ କାର୍ୟ୍ଯଗୁଡିକରେ ବିଶ୍ବାସ ରଖିବା ଉଚିତ। ତୁମ୍ଭେ ମାଠାେ ରେ ବିଶ୍ବାସ ନ କଲେ ମଧ୍ଯ ମାେ କାର୍ୟ୍ଯ ରେ ବିଶ୍ବାସ କରିବା ଉଚିତ। ତବେେ ତୁମ୍ଭେ ଜାଣି ପାରିବ ଓ ବୁଝି ପାରିବ ଯେ ପରମପିତା ମାଠାେ ରେ ଅଛନ୍ତି ଓ ମୁଁ ତାହାଙ୍କଠା ରେ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯଦି ମୁଁ କରେ, ତାହାହେଲେ ଯଦ୍ୟପି ତୁମ୍ଭେମାନେ ମୋତେ ବିଶ୍ଵାସ ନ କର, ତଥାପି ପିତା ଯେ ମୋʼଠାରେ ଅଛନ୍ତି ଓ ମୁଁ ପିତାଙ୍କଠାରେ ଅଛି, ଏହା ଯେପରି ତୁମ୍ଭେମାନେ ଜାଣ ଓ ବୁଝ, ଏଥିନିମନ୍ତେ କର୍ମସବୁ ବିଶ୍ଵାସ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯଦି ମୁଁ ତାଙ୍କ ଇଚ୍ଛା ସାଧନ କରୁଥାଏ, ତା’ ହେଲେ ମୋତେ ବିଶ୍ୱାସ ନ କଲେ ସୁଦ୍ଧା, ଅନ୍ତତଃ ମୋ’ କାର୍ଯ୍ୟ ଦେଖି ବିଶ୍ୱାସ କର। ତେବେ ତୁମ୍ଭେମାନେ ନିଶ୍ଚିତଭାବେ ଜାଣି ପାରିବ, ମୋ’ ପିତା ଈଶ୍ୱର ମୋ’ଠାରେ ବିଦ୍ୟମାନ।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯଦି ମୋର ପରମପିତା ଯାହା କରନ୍ତି, ମୁଁ ତାହା କରୁଥାଏ, ତେବେ ତୁମ୍ଭେ ମୋ’ କାର୍ଯ୍ୟଗୁଡ଼ିକରେ ବିଶ୍ୱାସ ରଖିବା ଉଚିତ୍। ତୁମ୍ଭେ ମୋ’ଠାରେ ବିଶ୍ୱାସ ନ କଲେ ମଧ୍ୟ ମୋ’ କାର୍ଯ୍ୟରେ ବିଶ୍ୱାସ କରିବା ଉଚିତ୍। ତେବେ ତୁମ୍ଭେ ଜାଣି ପାରିବ ଓ ବୁଝି ପାରିବ ଯେ ପରମପିତା ମୋ’ଠାରେ ଅଛନ୍ତି ଓ ମୁଁ ତାହାଙ୍କଠାରେ ଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯଦି ମୁଁ କରେ, ତାହାହେଲେ ଯଦ୍ୟପି ତୁମ୍ଭେମାନେ ମୋତେ ବିଶ୍ୱାସ ନ କର, ତଥାପି ପିତା ଯେ ମୋʼ ଠାରେ ଅଛନ୍ତି ଓ ମୁଁ ପିତାଙ୍କଠାରେ ଅଛି, ଏହା ଯେପରି ତୁମ୍ଭେମାନେ ଜାଣ ଓ ବୁଝ, ଏଥିନିମନ୍ତେ କର୍ମସବୁ ବିଶ୍ୱାସ କର।”
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯଦି ମୁଁ କରେ, ତାହାହେଲେ ଯଦ୍ୟପି ତୁମ୍ଭେମାନେ ମୋତେ ବିଶ୍ୱାସ ନ କର, ତଥାପି ପିତା ଯେ ମୋ'ଠାରେ ଅଛନ୍ତି ଓ ମୁଁ ପିତାଙ୍କଠାରେ ଅଛି, ଏହା ଯେପରି ତୁମ୍ଭେମାନେ ଜାଣ ଓ ବୁଝ, ଏଥି ନିମନ୍ତେ କର୍ମସବୁ ବିଶ୍ୱାସ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ತುಮಿ ವಿಶ್ವಾಸ್ ಕರಿನಸ್ಲ್ಯಾರ್ಬಿ ಮಿಯಾ ತಿ ಕರ್ತಾ, ತುಮಿ ಮಿಯಾ ಕರ್ತಲಿ ಕಾಮಾ ತರ್ಬಿ ಬಗುನ್ ವಿಶ್ವಾಸ್ ಕರಾ, ಅಶೆ ಎಗ್ದಾ ತರ್ಬಿ ಸಗ್ಳ್ಯಾತ್ ಮಾಜೊ ಬಾಬಾ ಮಾಜ್ಯಾ ವಾಂಗ್ಡಾ ಹಾಯ್, ಅನಿ ಮಿಯಾ ಮಾಜ್ಯಾ ಬಾಬಾಚ್ಯಾ ವಾಂಗ್ಡಾ ಹಾಂವ್ ಮನುನ್ ಕಳ್ತಾ ಮನುನ್ ಜಬಾಬ್ ದಿಲ್ಯಾನ್.