John 10:4 — Compare Translations

7 translations compared side by side

Odia - 1840
"ସେ ସବୁ ମଷେମାନଙ୍କୁ ବାହାରକୁ ଆଣେ, ସମାନଙ୍କେ ଆଗେ ଆଗେ ଚାଲେ ଓ ମଷେମାନେ ତାହାର ଅନୁସରଣ କରନ୍ତି, କାରଣ ମଷେମାନେ ତା'ର ସ୍ବର ଜାଣନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ନିଜର ମେଷସବୁକୁ ବାହାର କଲା ଉତ୍ତାରେ ସେମାନଙ୍କ ଆଗେ ଆଗେ ଚାଲେ ଓ ମେଷଗୁଡ଼ିକ ତାହାର ପଛେ ପଛେ ଚାଲନ୍ତି, କାରଣ ସେମାନେ ତାହାର ସ୍ଵର ଚିହ୍ନନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନଙ୍କୁ ବାହାରକୁ ଆଣିବାବେଳେ ଆଗେ ଆଗେ ମେଷପାଳକ ଚାଲେ ଓ ମେଷଗୁଡ଼ିକ ତା’ର ପଛେ ପଛେ ଚାଲନ୍ତି, କାରଣ ସେମାନେ ତା’ର ସ୍ୱର ଚିହ୍ନନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସେ ସବୁ ମେଷମାନଙ୍କୁ ବାହାରକୁ ଆଣେ, ସେମାନଙ୍କ ଆଗେ ଆଗେ ଗ୍ଭଲେ ଓ ମେଷମାନେ ତାହାର ଅନୁସରଣ କରନ୍ତି, କାରଣ ମେଷମାନେ ତା’ର ସ୍ୱର ଜାଣନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ନିଜର ମେଷସବୁକୁ ବାହାର କଲା ଉତ୍ତାରେ ସେମାନଙ୍କ ଆଗେ ଆଗେ ଚାଲେ ଓ ମେଷଗୁଡ଼ିକ ତାହାର ପଛେ ପଛେ ଚାଲନ୍ତି, କାରଣ ସେମାନେ ତାହାର ସ୍ୱର ଚିହ୍ନନ୍ତି;
Odia IRV 2017 (ଓଡିଆ ବାଇବେଲ)
ସେ ନିଜର ମେଷସବୁକୁ ବାହାର କଲା ଉତ୍ତାରେ ସେମାନଙ୍କ ଆଗେ ଆଗେ ଚାଲେ ଓ ମେଷଗୁଡ଼ିକ ତାହାର ପଛେ ପଛେ ଚାଲନ୍ତି, କାରଣ ସେମାନେ ତାହାର ସ୍ୱର ଚିହ୍ନନ୍ତି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಭಾಯ್ರ್ ಘೆವ್ನ್ ಯೆಲ್ಲ್ಯಾ ತನ್ನಾ ತೊ ತೆಂಚ್ಯಾ ಫಿಡೆ-ಫಿಡೆ ಜಾತಾ ಅನಿ ತಿ ಬಕ್ರಿ ತ್ಯೆಚ್ಯಾ ಫಾಟ್ನಾ ಯೆತಾತ್. ಕಶ್ಯಾಕ್ ಮಟ್ಲ್ಯಾರ್ ತೆಂಕಾ ತೆಚೊ ಧನ್ ಗೊತ್ತ್ ಹಾಯ್.