John 10:40 — Compare Translations

7 translations compared side by side

Odia - 1840
"ତା'ପରେ ଯୀଶୁ ୟର୍ଦ୍ଦନ ନଦୀର ଅପର ପାଶର୍‌ବ ରେ ପହନ୍ଚିଲେ। ଯୋହନ ପ୍ରଥମେ ଯେଉଁଠା ରେ ବାପ୍ତିସ୍ମ ଦେଉଥିଲେ, ସେ ସହେି ସ୍ଥାନକୁ ଆସିଲେ ଓ ସଠାେରେ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ସେ ପୁନର୍ବାର ଯର୍ଦ୍ଦନର ପରପାରିକି ଚାଲିଯାଇ, ଯୋହନ ଯେଉଁ ସ୍ଥାନରେ ପୂର୍ବେ ବାପ୍ତିସ୍ମ ଦେଉଥିଲେ, ସେହି ସ୍ଥାନକୁ ଆସି ସେଠାରେ ରହିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯର୍ଦ୍ଦନ ନଦୀର ଅପରପାଶ୍ୱର୍ରେ ଯୋହନ ଜଳଦୀକ୍ଷା ଦେଉଥିବା ସ୍ଥାନକୁ ଯୀଶୁ ଫେରିଯାଇ ସେଠାରେ ଅବସ୍ଥାନ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୀଶୁ ଯର୍ଦ୍ଦନ ନଦୀର ଅପର ପାର୍ଶ୍ୱରେ ପହଞ୍ଚିଲେ। ଯୋହନ ପ୍ରଥମେ ଯେଉଁଠାରେ ବାପ୍ତିସ୍ମ ଦେଉଥିଲେ, ସେ ସେହି ସ୍ଥାନକୁ ଆସିଲେ ଓ ସେଠାରେ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ପୁନର୍ବାର ଯର୍ଦ୍ଦନ ନଦୀର ଆରପାରିକୁ ଚାଲିଯାଇ, ଯୋହନ ଯେଉଁ ସ୍ଥାନରେ ପୂର୍ବେ ବାପ୍ତିସ୍ମ ଦେଉଥିଲେ, ସେହି ସ୍ଥାନକୁ ଆସି ସେଠାରେ ରହିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେ ପୁନର୍ବାର ଯର୍ଦନର ଆରପାରିକୁ ଚାଲିଯାଇ, ଯୋହନ ଯେଉଁ ସ୍ଥାନରେ ପୂର୍ବେ ବାପ୍ତିସ୍ମ ଦେଉଥିଲେ, ସେହି ସ୍ଥାନକୁ ଆସି ସେଠାରେ ରହିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜು ಫಾಟಿ ಪರ್ತುನ್ ಜೊರ್ದಾನ್ ನ್ಹಯ್ ದಾಟುನ್ ಜುವಾಂವಾಕ್ ಬಾಲ್ತಿಮ್ ದಿಲ್ಲ್ಯಾನ್ ತ್ಯಾ ಜಾಗ್ಯಾಕ್ ರ್‍ಹಾಲೊ.