John 10:41 — Compare Translations
7 translations compared side by side
Odia - 1840
"ତାହାଙ୍କ ପାଖକୁ ଅନକେ ଲୋକ ଆସିଲେ। ଲୋକମାନେ କହିଲେ, ଯୋହନ ୟଦ୍ଯପି କୌଣସି ଆଶ୍ଚର୍ୟ୍ଯ କାର୍ୟ୍ଯ କରିନଥିଲେ, କିନ୍ତୁ ସେ ଏହି ଲୋକ ବିଷୟ ରେ ଯାହା କହିଥିଲେ, ତାହା ସବୁ ସତ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଅନେକେ ତାହାଙ୍କ ନିକଟକୁ ଆସି କହିଲେ, ଯୋହନ ସିନା କୌଣସି ଆଶ୍ଚର୍ଯ୍ୟକର୍ମ କଲେ ନାହିଁ, କିନ୍ତୁ ଏହି ବ୍ୟକ୍ତିଙ୍କ ବିଷୟରେ ଯୋହନ ଯେସମସ୍ତ କଥା କହିଲେ, ସେହିସବୁ ସତ୍ୟ;
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କ ନିକଟକୁ ଅନେକ ଲୋକ ଆସିଲେ। ସେମାନେ କୁହାକୁହି ହେଲେ, “ଯୋହନ ନିଜେ କୌଣସି ଅଲୌକିକ କାର୍ଯ୍ୟ କରି ନ ଥିଲେ କିନ୍ତୁ ଏହାଙ୍କ ବିଷୟରେ ସେ ଯାହା କହିଥିଲେ, ତାହା ଯଥାର୍ଥ”
Odia Bible ERV 2004 (ପବିତ୍ର ବାଇବଲ)
ତାହାଙ୍କ ପାଖକୁ ଅନେକ ଲୋକ ଆସିଲେ। ଲୋକମାନେ କହିଲେ, “ଯୋହନ ଯଦ୍ୟପି କୌଣସି ଆଶ୍ଚର୍ଯ୍ୟ କାର୍ଯ୍ୟ କରି ନ ଥିଲେ, କିନ୍ତୁ ସେ ଏହି ଲୋକ ବିଷୟରେ ଯାହା କହିଥିଲେ, ତାହା ସବୁ ସତ୍ୟ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଅନେକେ ତାହାଙ୍କ ନିକଟକୁ ଆସି କହିଲେ, ଯୋହନ ସିନା କୌଣସି ଆଶ୍ଚର୍ଯ୍ୟକର୍ମ କଲେ ନାହିଁ, କିନ୍ତୁ ଏହି ବ୍ୟକ୍ତିଙ୍କ ବିଷୟରେ ଯୋହନ ଯେ ସମସ୍ତ କଥା କହିଲେ, ସେହିସବୁ ସତ୍ୟ;
Odia IRV 2017 (ଓଡିଆ ବାଇବେଲ)
ଆଉ, ଅନେକେ ତାହାଙ୍କ ନିକଟକୁ ଆସି କହିଲେ, ଯୋହନ ସିନା କୌଣସି ଆଶ୍ଚର୍ଯ୍ୟକର୍ମ କଲେ ନାହିଁ, କିନ୍ତୁ ଏହି ବ୍ୟକ୍ତିଙ୍କ ବିଷୟରେ ଯୋହନ ଯେ ସମସ୍ତ କଥା କହିଲେ, ସେହି ସବୁ ସତ୍ୟ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲೈ ಲೊಕಾ ತೆಚೆಕ್ಡೆ ಯೆಲಿ ಅನಿ ತ್ಯಾ ಲೊಕಾನಿ,“ಜುವಾಂವಾಕ್ ಅಜಾಪಾ ಕರುಕ್ ನಾ” ಖರೆ ತೆನಿ ಹ್ಯಾ ಮಾನ್ಸಾಚ್ಯಾ ವಿಶಯಾತ್ ಸಾಂಗಟಲ್ಲೆ ಸಗ್ಳೆ ಖರೆ ಹೊಲೆ, ಮಟ್ಲ್ಯಾನಿ.