John 10:6 — Compare Translations
7 translations compared side by side
Odia - 1840
"ଯୀଶୁ ଲୋକମାନଙ୍କୁ ଏହି କାହାଣୀ କହିଲେ। କିନ୍ତୁ ଲୋକମାନେ ତାହାଙ୍କ ଏହି କାହାଣୀର ଅର୍ଥ ବୁଝିପାରିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ସେମାନଙ୍କୁ ଏହି ଉପମା କହିଲେ, କିନ୍ତୁ ସେ ସେମାନଙ୍କୁ ଯାହା ଯାହା କହୁଥିଲେ, ସେହିସବୁ କଅଣ ବୋଲି ସେମାନେ ବୁଝିଲେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉଦାହରଣ ସ୍ୱରୂପେ ଏହି କଥା କହିଥିଲେ, କିନ୍ତୁ ତାହାର ଉଦ୍ଦେଶ୍ୟ ଲୋକମାନେ ବୁଝିପାରିଲେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଲୋକମାନଙ୍କୁ ଏହି କାହାଣୀ କହିଲେ। କିନ୍ତୁ ଲୋକମାନେ ତାହାଙ୍କ ଏହି କାହାଣୀର ଅର୍ଥ ବୁଝି ପାରିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ସେମାନଙ୍କୁ ଏହି ଉପମା କହିଲେ, କିନ୍ତୁ ସେ ସେମାନଙ୍କୁ ଯାହା ଯାହା କହୁଥିଲେ, ସେହିସବୁ କଅଣ ବୋଲି ସେମାନେ ବୁଝିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ସେମାନଙ୍କୁ ଏହି ଉପମା କହିଲେ, କିନ୍ତୁ ସେ ସେମାନଙ୍କୁ ଯାହା ଯାହା କହୁଥିଲେ, ସେହି ସବୁ କ'ଣ ବୋଲି ସେମାନେ ବୁଝିଲେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ಹಿ ಕಾನಿ ತೆಂಕಾ ಸಾಂಗಟ್ಲ್ಯಾನ್ ಹೊಯ್, ಖರೆ ತೆಂಕಾ ಕಾಯ್ಬಿ ಕಳುಕ್ ನಾ.