John 10:8 — Compare Translations

7 translations compared side by side

Odia - 1840
"ମାେ ପୂର୍ବରୁ ଯେଉଁ ଲୋକମାନେ ଆସିଥିଲେ, ସମାନେେ ଚୋର ଓ ଡକାୟତ। ମଷେମାନେ ସମାନଙ୍କେ କଥା ଶୁଣିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେତେ ଜଣ ମୋʼ ପୂର୍ବରେ ଆସିଅଛନ୍ତି, ସେମାନେ ସମସ୍ତେ ଚୋର ଓ ଡକାଇତ, କିନ୍ତୁ ମେଷସବୁ ସେମାନଙ୍କ କଥା ଶୁଣିଲେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ମୋ’ ଆଗରୁ ଆସିଛନ୍ତି, ସେମାନେ ଚୋର ଓ ଡକାଇତ। ମେଷମାନେ ସେମାନଙ୍କ କଥା ଶୁଣି ନାହାନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ପୂର୍ବରୁ ଯେଉଁ ଲୋକମାନେ ଆସିଥିଲେ, ସେମାନେ ଗ୍ଭେର ଓ ଡକାୟତ। ମେଷମାନେ ସେମାନଙ୍କ କଥା ଶୁଣିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେତେ ଜଣ ମୋʼ ପୂର୍ବରେ ଆସିଅଛନ୍ତି, ସେମାନେ ସମସ୍ତେ ଚୋର ଓ ଡକାଇତ, କିନ୍ତୁ ମେଷସବୁ ସେମାନଙ୍କ କଥା ଶୁଣିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେତେ ଜଣ ମୋ' ପୂର୍ବରେ ଆସିଅଛନ୍ତି, ସେମାନେ ସମସ୍ତେ ଚୋର ଓ ଡକାଇତ, କିନ୍ତୁ ମେଷସବୁ ସେମାନଙ୍କ କଥା ଶୁଣିଲେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾನ್ ಅದ್ದಿ ಯೆಲ್ಲೆ ಸಗ್ಳಿ ಲೊಕಾ ಚೊರಾ ಅನಿ ಲುಟುನ್ ಘೆವ್ನ್ ಜಾತಲಿ ಲೊಕಾ, ಖರೆ ಬಕ್ರಿ ತೆನಿ ಸಾಂಗಟಲ್ಲೆ ಆಯ್ಕಿನಾತ್.