John 10:9 — Compare Translations
7 translations compared side by side
Odia - 1840
"ମୁଁ ଫାଟକ। ଯେଉଁ ବ୍ଯକ୍ତି ମାେ (ଫାଟକ) ଦଇେ ପ୍ରବେଶ କରେ, ସେ ରକ୍ଷା ପାଇବ। ସହେି ଲୋକ ଭିତରକୁ ଆସିପାରିବ ଓ ବାହାରକୁ ଯାଇ ପାରିବ। ତା'ର ଯାହା ଦରକାର, ସେ ସବୁ ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଦ୍ଵାର, ଯଦି କେହି ମୋʼ ଦେଇ ପ୍ରବେଶ କରେ, ତାହାହେଲେ ସେ ରକ୍ଷା ପାଇବ ଏବଂ ଭିତରକୁ ଆସି ଓ ବାହାରକୁ ଯାଇ ଚରା ପାଇବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ହେଉଛି ଦ୍ୱାର। ଯେ ମୋ’ ଦେଇ ପ୍ରବେଶ କରେ, ସେ ରକ୍ଷା ପାଇବ ଏବଂ ଭିତରକୁ ଓ ବାହାରକୁ ଯାଇ ଚରା ପାଇବ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଫାଟକ। ଯେଉଁ ବ୍ୟକ୍ତି ମୋ’ (ଫାଟକ) ଦେଇ ପ୍ରବେଶ କରେ, ସେ ରକ୍ଷା ପାଇବ। ସେହି ଲୋକ ଭିତରକୁ ଆସିପାରିବ ଓ ବାହାରକୁ ଯାଇ ପାରିବ। ତା’ର ଯାହା ଦରକାର, ସେ ସବୁ ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଦ୍ୱାର, ଯଦି କେହି ମୋʼ ଦେଇ ପ୍ରବେଶ କରେ, ତାହାହେଲେ ସେ ରକ୍ଷା ପାଇବ ଏବଂ ଭିତରକୁ ଆସି ଓ ବାହାରକୁ ଯାଇ ଚରା ପାଇବ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଦ୍ୱାର, ଯଦି କେହି ମୋ' ଦେଇ ପ୍ରବେଶ କରେ, ତାହାହେଲେ ସେ ରକ୍ଷା ପାଇବ ଏବଂ ଭିତରକୁ ଆସି ଓ ବାହାରକୁ ଯାଇ ଚରା ପାଇବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾಚ್ ದಡ್ಪೊ, ಮಾಜ್ಯಾಕ್ನಾ ಜೆ ಕೊನ್ ಯೆತಾ ತೊ ಹುರ್ತಾ, ತೊ ಯೆತಾ ಅನಿ ಭಾಯ್ರ್ ಜಾತಾ ತೆಕಾ ಬರೊ ಚಾರೊ ಗಾವ್ತಾ.