John 11:1 — Compare Translations

7 translations compared side by side

Odia - 1840
"ଲାଜାର ନାମ ରେ ଜଣେ ବ୍ଯକ୍ତି ଅସୁସ୍ଥ ଥିଲେ। ସେ ବେଥନିଆ ନଗର ରେ ରହୁଥିଲେ। ସଠାେରେ ମରିୟମ ଓ ତାହାଙ୍କ ଭଉଣୀ ମାର୍ଥା ବାସ ମଧ୍ଯ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବେଥନୀୟା ନିବାସୀ ଲାଜାର ନାମକ ଜଣେ ଲୋକ ପୀଡ଼ିତ ଥିଲେ; ମରୀୟମ ଓ ତାଙ୍କ ଭଉଣୀ ମାର୍ଥା ସେହି ଗ୍ରାମର ଲୋକ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବେଥନିଆ ନିବାସୀ ଲାଜାର ଅସୁସ୍ଥ ଥିଲେ। ତାଙ୍କର ଦୁଇ ଭଉଣୀ ମରିୟମ ଓ ମାର୍ଥା ସେହି ଗ୍ରାମରେ ରହୁଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଲାଜାରଙ୍କ ମୃତ୍ୟୁ ଲାଜାର ନାମରେ ଜଣେ ବ୍ୟକ୍ତି ଅସୁସ୍ଥ ଥିଲେ। ସେ ବେଥନୀୟା ନଗରରେ ରହୁଥିଲେ। ସେଠାରେ ମରିୟମ ଓ ତାହାଙ୍କ ଭଉଣୀ ମାର୍ଥା ବାସ ମଧ୍ୟ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବେଥନୀୟା ନିବାସୀ ଲାଜାର ନାମକ ଜଣେ ଲୋକ ପୀଡ଼ିତ ଥିଲେ; ମରୀୟମ ଓ ତାହାଙ୍କ ଭଉଣୀ ମାର୍ଥା ସେହି ଗ୍ରାମର ଲୋକ।
Odia IRV 2017 (ଓଡିଆ ବାଇବେଲ)
ବେଥନୀୟା ନିବାସୀ ଲାଜାର ନାମକ ଜଣେ ଲୋକ ପୀଡ଼ିତ ଥିଲେ; ମରିୟମ ଓ ତାଙ୍କ ଭଉଣୀ ମାର୍ଥା ସେହି ଗ୍ରାମର ଲୋକ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬೆಥನಿ ಮನ್ತಲ್ಯಾ ಗಾಂವಾತ್ ಲಾಜರ್ ಮನ್ತಲೊ ಎಕ್ ಮಾನುಸ್ ಹೊತ್ತೊ, ತೊ ಶಿಕ್ ಹೊತ್ತೊ, ಮರಿ ಅನಿ ತಿಚಿ ಭೆನ್ ಮಾರ್ಥಾ ಬೆಥನಿ ಮನ್ತಲ್ಯಾ ಗಾಂವಾತ್ ಜಿವನ್ ಕರಿತ್.