John 11:10 — Compare Translations
7 translations compared side by side
Odia - 1840
"କିନ୍ତୁ ରାତି ରେ ଜଣେ ଲୋକ ଝୁଣ୍ଟେ, କାରଣ ରାତି ବେଳେ ତାକୁ ଦେଖିବା ରେ ସାହାୟ୍ଯ କରିବା ପାଇଁ ଆଲୋକ ନଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ରାତିରେ ଚାଲିଲେ ସେ ଝୁଣ୍ଟେ, କାରଣ ତାହା ଅନ୍ତରରେ ଜ୍ୟୋତିଃ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ରାତିରେ ଚାଲିଲେ ସେ ଝୁଣ୍ଟି ପଡ଼ିବ। କାରଣ ତା’ ଅନ୍ତରରେ ଜ୍ୟୋତି ନ ଥାଏ।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ରାତିରେ ଜଣେ ଲୋକ ଝୁଣ୍ଟେ, କାରଣ ରାତିବେଳେ ତାକୁ ଦେଖିବାରେ ସାହାଯ୍ୟ କରିବା ପାଇଁ ଆଲୋକ ନ ଥାଏ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ରାତିରେ ଚାଲିଲେ ସେ ଝୁଣ୍ଟେ, କାରଣ ତାହା ଅନ୍ତରରେ ଜ୍ୟୋତିଃ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ରାତିରେ ଚାଲିଲେ ସେ ଝୁଣ୍ଟେ, କାରଣ ତାହା ଅନ୍ତରରେ ଜ୍ୟୋତିଃ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಜೊ ಕೊನ್ ರಾಚ್ಚೆ ಚಲ್ತಾ ತೊ ಅದ್ಳುನ್ ಪಡ್ತಾ ಕಶ್ಯಾಕ್ ಮಟ್ಲ್ಯಾರ್ ತೆಕಾ ಉಜ್ವೊಡ್ ದಿಸಿನಾ.