John 11:12 — Compare Translations

7 translations compared side by side

Odia - 1840
"ଶିଷ୍ଯମାନେ ଉତ୍ତର ଦେଲେ, କିନ୍ତୁ ପ୍ରଭୁ, ଯଦି ସେ ଶାଇେଛନ୍ତି, ତବେେ ସେ ସୁସ୍ଥ ହାଇେ ଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଶିଷ୍ୟମାନେ ତାହାଙ୍କୁ କହିଲେ, ଯଦି ସେ ନିଦ୍ରା ଯାଇଅଛନ୍ତି, ତାହାହେଲେ ସେ ସୁସ୍ଥ ହେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶିଷ୍ୟମାନେ କହିଲେ: “ପ୍ରଭୁ! ସେ ଯଦି ଶୋଇଛନ୍ତି, ତେବେ ନିଶ୍ଚୟ ସୁସ୍ଥ ହୋଇ ଉଠିବେ।”
Odia Bible ERV 2004 (ପବିତ୍ର ବାଇବଲ)
ଶିଷ୍ୟମାନେ ଉତ୍ତର ଦେଲେ, “କିନ୍ତୁ ପ୍ରଭୁ, ଯଦି ସେ ଶୋଇଛନ୍ତି, ତେବେ ସେ ସୁସ୍ଥ ହୋଇଯିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଶିଷ୍ୟମାନେ ତାହାଙ୍କୁ କହିଲେ, ପ୍ରଭୁ, ଯଦି ସେ ନିଦ୍ରା ଯାଇଅଛନ୍ତି, ତାହାହେଲେ ସେ ସୁସ୍ଥ ହେବେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଶିଷ୍ୟମାନେ ତାହାଙ୍କୁ କହିଲେ, ପ୍ରଭୁ, ଯଦି ସେ ନିଦ୍ରା ଯାଇଅଛନ୍ତି, ତାହାହେଲେ ସେ ସୁସ୍ଥ ହେବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಶಿಸಾನಿ, “ಧನಿಯಾ ತೊ ನಿದ್ಲಾ ಜಾಲ್ಯಾರ್ ತೊ ಬರೊ ಹೊತಾ” ಮನುನ್ ಜಬಾಬ್ ದಿಲ್ಯಾನಿ.