John 11:13 — Compare Translations
7 translations compared side by side
Odia - 1840
"ଯୀଶୁଙ୍କର କହିବା ଅର୍ଥ ଥିଲା, ଯେ ଲାଜାର ମୃତ। କିନ୍ତୁ ତାହାଙ୍କର ଶିଷ୍ଯମାନେ ବୁଝିଲେ ଯେ ସେ ସାଧାରଣ ଶାଇେବା ବିଷୟ ରେ କହୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ତାଙ୍କର ମୃତ୍ୟୁ ବିଷୟରେ କହିଲେ, କିନ୍ତୁ ସେ ନିଦ୍ରାରେ ଶୋଇପଡ଼ିବା ବିଷୟରେ କହିଲେ ବୋଲି ସେମାନେ ମନେ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଲାଜାର ମରିଯାଇଛି ବୋଲି ଯୀଶୁ ସୂଚନା ଦେଇଥିଲେ, କିନ୍ତୁ ସେ ସ୍ୱାଭାବିକଭାବେ ଶୋଇଛି ବୋଲି ସେମାନେ ଯୀଶୁଙ୍କ କଥାର ଅର୍ଥ କରିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କର କହିବା ଅର୍ଥ ଥିଲା, ଯେ ଲାଜାର ମୃତ। କିନ୍ତୁ ତାହାଙ୍କର ଶିଷ୍ୟମାନେ ବୁଝିଲେ ଯେ ସେ ସାଧାରଣ ଶୋଇବା ବିଷୟରେ କହୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ତାଙ୍କର ମୃତ୍ୟୁ ବିଷୟରେ କହିଲେ, କିନ୍ତୁ ସେ ନିଦ୍ରାରେ ଶୋଇପଡ଼ିବା ବିଷୟରେ କହିଲେ ବୋଲି ସେମାନେ ମନେ କଲେ।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ତାଙ୍କର ମୃତ୍ୟୁ ବିଷୟରେ କହିଲେ, କିନ୍ତୁ ସେ ନିଦ୍ରାରେ ଶୋଇପଡ଼ିବା ବିଷୟରେ କହିଲେ ବୋଲି ସେମାନେ ମନେ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಜೆಜುನ್ ಮಟಲ್ಲೆ ಲಾಜರಸ್ ಮರ್ಲಾ ಮನುನ್, ಖರೆ ಶಿಸಾನಿ ತೊ ಅಶೆಚ್ ಸದ್ದಿಚ್ಯಾ ಬಾಶೆನ್ ನಿದ್ಲಾ ಮನುನ್ ಚಿಂತ್ಲ್ಯಾನಿ.