John 11:14 — Compare Translations
7 translations compared side by side
Odia - 1840
"ତେଣୁ ଯୀଶୁ ସ୍ପଷ୍ଟରୂପେ କହିଲେ, ଲାଜାର ମରିଯାଇଛନ୍ତି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଯୀଶୁ ସେତେବେଳେ ସେମାନଙ୍କୁ ସ୍ପଷ୍ଟ ରୂପେ କହିଲେ, ଲାଜାର ମରିଯାଇଛନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ଯୀଶୁ ସ୍ପଷ୍ଟ କହିଦେଲେ, “ଲାଜାର ମରିଯାଇଛି,
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯୀଶୁ ସ୍ପଷ୍ଟରୂପେ କହିଲେ, “ଲାଜାର ମରିଯାଇଛନ୍ତି,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ଯୀଶୁ ସେତେବେଳେ ସେମାନଙ୍କୁ ସ୍ପଷ୍ଟ ରୂପେ କହିଲେ, “ଲାଜାର ମରିଯାଇଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
ଅତଏବ, ଯୀଶୁ ସେତେବେଳେ ସେମାନଙ୍କୁ ସ୍ପଷ୍ଟରୂପେ କହିଲେ, ଲାଜାର ମରିଯାଇଛନ୍ତି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಮನುನ್ ಜೆಜುನ್ ತೆಂಕಾ, “ಲಾಜರ್ ಮರ್ಲಾ ಮನುನ್ ಫೊಡುನ್ ಸಾಂಗಟ್ಲ್ಯಾನಿ.