John 11:15 — Compare Translations

7 translations compared side by side

Odia - 1840
"ମୁଁ ଖୁସି ଯେ ମୁଁ ସଠାେରେ ନଥିଲି। ମୁଁ ତୁମ୍ଭମାନଙ୍କ ନିମନ୍ତେ ଆନନ୍ଦ କରୁଛି କାରଣ ବର୍ତ୍ତମାନ ତୁମ୍ଭମାନେେ ମାଠାେ ରେ ବିଶ୍ବାସ କରିବ। ଚାଲ, ଆମ୍ଭେ ବର୍ତ୍ତମାନ ତାହାଙ୍କ ପାଖକୁ ୟିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ମୁଁ ଯେ ସେସ୍ଥାନରେ ନ ଥିଲି, ଏଥିସକାଶେ ତୁମ୍ଭମାନଙ୍କ ନିମନ୍ତେ ଆନନ୍ଦ କରୁଅଛି, ଯେପରି ତୁମ୍ଭେମାନେ ବିଶ୍ଵାସ କରିବ; କିନ୍ତୁ ଚାଲ, ଆମ୍ଭେମାନେ ତାଙ୍କ ନିକଟକୁ ଯିବା ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ମୁଁ ଆନନ୍ଦିତ ଯେ, ମୁଁ ସେଠାରେ ତା’ ସହିତ ସେତେବେଳେ ନ ଥିଲି। ଏହା ତୁମ ପକ୍ଷେ ମଙ୍ଗଳଜନକ ହୋଇଛି। କାରଣ ତଦ୍ଦ୍ୱାରା ତୁମ୍ଭମାନଙ୍କର ବିଶ୍ୱାସ ଜନ୍ମିବ। ଚାଲ, ତା’ ପାଖକୁ ଯିବା।”
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଖୁସୀ ଯେ ମୁଁ ସେଠାରେ ନ ଥିଲି। ମୁଁ ତୁମ୍ଭମାନଙ୍କ ନିମନ୍ତେ ଆନନ୍ଦ କରୁଛି କାରଣ ବର୍ତ୍ତମାନ ତୁମ୍ଭେମାନେ ମୋ’ଠାରେ ବିଶ୍ୱାସ କରିବ। ଗ୍ଭଲ, ଆମ୍ଭେ ବର୍ତ୍ତମାନ ତାହାଙ୍କ ପାଖକୁ ଯିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ମୁଁ ଯେ ସେ ସ୍ଥାନରେ ନ ଥିଲି, ଏଥିସକାଶେ ତୁମ୍ଭମାନଙ୍କ ନିମନ୍ତେ ଆନନ୍ଦ କରୁଅଛି, ଯେପରି ତୁମ୍ଭେମାନେ ବିଶ୍ୱାସ କରିବ; କିନ୍ତୁ ଚାଲ, ଆମ୍ଭେମାନେ ତାହାଙ୍କ ନିକଟକୁ ଯିବା।”
Odia IRV 2017 (ଓଡିଆ ବାଇବେଲ)
ଆଉ, ମୁଁ ଯେ ସେ ସ୍ଥାନରେ ନ ଥିଲି, ଏଥିସକାଶେ ତୁମ୍ଭମାନଙ୍କ ନିମନ୍ତେ ଆନନ୍ଦ କରୁଅଛି, ଯେପରି ତୁମ୍ଭେମାନେ ବିଶ୍ୱାସ କରିବ; କିନ୍ତୁ ଚାଲ, ଆମ୍ଭେମାନେ ତାଙ୍କ ନିକଟକୁ ଯିବା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತುಮ್ಕಾ ಲಾಗುನ್ ಮಿಯಾ ತ್ಯೆಚ್ಯಾ ವಾಂಗ್ಡಾ ನಸಲ್ಲ್ಯಾಸಾಟಿ ಮಾಕಾ ಖುಶಿ ಹೊತಾ, ಅಶೆಚ್ ತುಮಿ ವಿಶ್ವಾಸ್ ಕರ್‍ತ್ಯಾಶಿ. ಚಲಾ ಅಮಿ ಲಾಜರಾಕ್ಡೆ ಜಾಂವ್ವಾ” ಮಟ್ಲ್ಯಾನ್.