John 11:16 — Compare Translations
7 translations compared side by side
Odia - 1840
"ତା'ପରେ ଥୋମା ଯାହାଙ୍କୁ ଦିଦୁମ କୁହାଯାଉଥିଲା ସେ ଅନ୍ୟ ଶିଷ୍ଯଙ୍କୁ କହିଲେ, ଚାଲ ଆମ୍ଭମାନେେ ମଧ୍ଯ ଯୀବା ଓ ଯୀଶୁଙ୍କ ସହିତ ୟିହୂଦା ରେ ମରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଥୋମା, ଯାହାଙ୍କୁ ଦିଦୁମ ବୋଲି କହନ୍ତି, ସେ ଆପଣା ସଙ୍ଗୀ ଶିଷ୍ୟମାନଙ୍କୁ କହିଲେ, ଚାଲ, ଆମ୍ଭେମାନେ ମଧ୍ୟ ଯାଇ ତାହାଙ୍କ ସାଙ୍ଗରେ ମରିବା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଥୋମା (ଯାହାକୁ ଲୋକେ ଯମଜ ବୋଲି କହନ୍ତି) ଅନ୍ୟ ଶିଷ୍ୟମାନଙ୍କୁ କହିଲେ, “ଚାଲ, ଗୁରୁଙ୍କ ସାଙ୍ଗରେ ଯାଇ ସମସ୍ତେ ତାଙ୍କ ସହିତ ମରିବା।”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଥୋମା ଯାହାଙ୍କୁ ଦିଦୁମ କୁହାଯାଉଥିଲା ସେ ଅନ୍ୟ ଶିଷ୍ୟଙ୍କୁ କହିଲେ, “ଗ୍ଭଲ ଆମ୍ଭେମାନେ ମଧ୍ୟ ଯିବା ଓ ଯୀଶୁଙ୍କ ସହିତ ଯିହୂଦାରେ ମରିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଥୋମା, ଯାହାଙ୍କୁ ଦିଦୁମ ବୋଲି କହନ୍ତି, ସେ ଆପଣା ସଙ୍ଗୀ ଶିଷ୍ୟମାନଙ୍କୁ କହିଲେ, ଚାଲ, ଆମ୍ଭେମାନେ ମଧ୍ୟ ଯାଇ ତାହାଙ୍କ ସାଙ୍ଗରେ ମରିବା।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଥୋମା, ଯାହାଙ୍କୁ ଦିଦୁମ ବୋଲି କହନ୍ତି, ସେ ଆପଣା ସଙ୍ଗୀ ଶିଷ୍ୟମାନଙ୍କୁ କହିଲେ, ଚାଲ, ଆମ୍ଭେମାନେ ମଧ୍ୟ ଯାଇ ତାହାଙ୍କ ସାଙ୍ଗରେ ମରିବା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ದಿದಿಮೊಸ್ ಮನ್ತಲೊ ಥೊಮಸಾನ್ ಅಪ್ನಾಚ್ಯಾ ವಾಂಗುಡ್ಚ್ಯಾ ಶಿಸಾಕ್ನಿ, “ಅಮಿ ಸಗ್ಳಿ ಲೊಕಾಬಿ ಗುರುಜಿಚ್ಯಾ ವಾಂಗ್ಡಾ ಥೈ ಜಾಂವ್ವಾ, ಅಶೆಚ್ ಅಮಿಬಿ ತೆಚ್ಯಾ ವಾಂಗ್ಡಾ ಮರುಕ್ ಹೊತಾ” ಮಟ್ಲ್ಯಾನ್.