John 11:17 — Compare Translations

7 translations compared side by side

Odia - 1840
"ଯୀଶୁ ବେଥନିଆ ରେ ପହନ୍ଚିଲେ। ସେ ଦେଖିଲେ, ଲାଜାରଙ୍କର ମୃତ୍ଯୁ ହାଇେ କବରସ୍ଥ ହବୋର ଚାରି ଦିନ ହାଇଗେଲାଣି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ପହଞ୍ଚି ଶୁଣିଲେ ଯେ, ସେ ଚାରି ଦିନ ହେଲା ସମାଧିରେ ରଖାଗଲେଣି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ବେଥନିଆରେ ପହଞ୍ôଚ ଶୁଣିଲେ, ଚାରି ଦିନ ପୂର୍ବରୁ ଲାଜାରକୁ କବର ଦିଆଯାଇଛି।
Odia Bible ERV 2004 (ପବିତ୍ର ବାଇବଲ)
ବେଥନୀୟାରେ ଯୀଶୁ ଯୀଶୁ ବେଥନୀୟାରେ ପହଞ୍ଚିଲେ। ସେ ଦେଖିଲେ, ଲାଜାରଙ୍କର ମୃତ୍ୟୁ ହୋଇ କବରସ୍ଥ ହେବାର ଗ୍ଭରି ଦିନ ହୋଇଗଲାଣି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ପହଞ୍ଚି ଶୁଣିଲେ ଯେ, ସେ ଚାରି ଦିନ ହେଲା ସମାଧିରେ ରଖାଗଲେଣି।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ପହଞ୍ଚି ଶୁଣିଲେ ଯେ, ସେ ଚାରି ଦିନ ହେଲା ସମାଧିରେ ରଖାଗଲେଣି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಯೆವ್ನ್ ಪಾವಲ್ಲ್ಯಾ ತನ್ನಾ, ಲಾಜರಾಕ್ ಸಮಾದಿತ್ ಥವ್ನ್ ಚಾರ್ ದಿಸ್ ಹೊಲ್ಲೆ.