John 11:19 — Compare Translations
7 translations compared side by side
Odia - 1840
"ଅନକେ ଯିହୂଦୀ ମାର୍ଥା ଓ ମରିୟମଙ୍କ ପାଖକୁ ଆସିଥିଲେ। ସମାନେେ ମାର୍ଥା ଓ ମରିୟମଙ୍କୁ ସମାନଙ୍କେର ଭାଇ ଲାଜାର ସକାେଶ ସାନ୍ତ୍ବନା ଦବୋ ପାଇଁ ଆସିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯିହୁଦୀମାନଙ୍କ ମଧ୍ୟରୁ ଅନେକେ ମାର୍ଥା ଓ ମରୀୟମଙ୍କୁ ସେମାନଙ୍କ ଭାଇ ବିଷୟରେ ସାନ୍ତ୍ଵନା ଦେବା ନିମନ୍ତେ ସେମାନଙ୍କ ନିକଟକୁ ଆସିଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏବଂ ଯିହୁଦା ପ୍ରଦେଶର ଅନେକ ଲୋକ ମାର୍ଥା ଓ ମରିୟମଙ୍କୁ ସେମାନଙ୍କ ଭାଇର ମୃତ୍ୟୁରେ ସାନ୍ତ୍ୱନା ଦେବାକୁ ଆସିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଅନେକ ଯିହୂଦୀ ମାର୍ଥା ଓ ମରିୟମଙ୍କ ପାଖକୁ ଆସିଥିଲେ। ସେମାନେ ମାର୍ଥା ଓ ମରିୟମଙ୍କୁ ସେମାନଙ୍କର ଭାଇ ଲାଜାର ସକାଶେ ସାନ୍ତ୍ୱନା ଦେବା ପାଇଁ ଆସିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯିହୁଦୀମାନଙ୍କ ମଧ୍ୟରୁ ଅନେକେ ମାର୍ଥା ଓ ମରୀୟମଙ୍କୁ ସେମାନଙ୍କ ଭାଇ ବିଷୟରେ ସାନ୍ତ୍ୱନା ଦେବା ନିମନ୍ତେ ସେମାନଙ୍କ ନିକଟକୁ ଆସିଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯିହୂଦୀମାନଙ୍କ ମଧ୍ୟରୁ ଅନେକେ ମାର୍ଥା ଓ ମରିୟମଙ୍କୁ ସେମାନଙ୍କ ଭାଇ ବିଷୟରେ ସାନ୍ତ୍ୱନା ଦେବା ନିମନ୍ତେ ସେମାନଙ୍କ ନିକଟକୁ ଆସିଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಜುದೆಯಾತ್ಲಿ ಲೈ ಲೊಕಾ ಅಪ್ನಾಚ್ಯಾ ಭಾವಾಚ್ಯಾ ಮರ್ನಾಕ್ ಲಾಗುನ್ ದುಖಾತ್ ಹೊತ್ತ್ಯಾ ಮಾರ್ಥಾಕ್ ಅನಿ ಮರಿಕ್ ಭೆಟುಕ್ ಮನುನ್ ಯೆಲ್ಲಿ ಹೊತ್ತಿ.