John 11:2 — Compare Translations

7 translations compared side by side

Odia - 1840
"ସହେି ମରିୟମ ପରେ ପ୍ରଭୁ ଯୀଶୁଙ୍କ ପାଦ ରେ ଅତି ମୂଲ୍ଯବାନ ଅତର ଢାଳି ନିଜ କେଶ ରେ ପାଦ ପୋଛି ଦଇେଥିଲେ। ସମାନଙ୍କେର ଭାଇ ଲାଜାର ଅସୁସ୍ଥ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ସ୍ତ୍ରୀଲୋକ ପ୍ରଭୁଙ୍କୁ ତୈଳରେ ଅଭିଷେକ କରି ଆପଣା କେଶରେ ତାହାଙ୍କ ପାଦ ପୋଛିଦେଲେ, ଏ ସେହି ମରୀୟମ; ତାଙ୍କର ଭାଇ ଲାଜାର ପୀଡ଼ିତ ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ମରିୟମ ଥରେ ପ୍ରଭୁଙ୍କ ଉପରେ ସୁଗନ୍ଧି ତୈଳ ଢାଳି ନିଜ କେଶରେ ତାଙ୍କ ପାଦ ପୋଛି ଦେଇଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ସେହି ମରିୟମ ପରେ ପ୍ରଭୁ ଯୀଶୁଙ୍କ ପାଦରେ ଅତି ମୂଲ୍ୟବାନ ଅତର ଢାଳି ନିଜ କେଶରେ ପାଦ ପୋଛି ଦେଇଥିଲେ। ସେମାନଙ୍କର ଭାଇ ଲାଜାର ଅସୁସ୍ଥ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ସ୍ତ୍ରୀଲୋକ ପ୍ରଭୁଙ୍କୁ ତୈଳରେ ଅଭିଷେକ କରି ଆପଣା କେଶରେ ତାହାଙ୍କ ପାଦ ପୋଛିଦେଲେ, ଏ ସେହି ମରୀୟମ; ତାଙ୍କର ଭାଇ ଲାଜାର ପୀଡ଼ିତ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ସ୍ତ୍ରୀଲୋକ ପ୍ରଭୁଙ୍କୁ ତୈଳରେ ଅଭିଷେକ କରି ଆପଣା କେଶରେ ତାହାଙ୍କ ପାଦ ପୋଛିଦେଲେ, ଏ ସେହି ମରିୟମ; ତାଙ୍କର ଭାଇ ଲାଜାର ପୀଡ଼ିତ ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುಚ್ಯಾ ಪಾಯಾ ವೈನಿ ಬರಿ ವಾಸ್ ಯೆತಲೆ ತೆಲ್ ಜೆಜುಚ್ಯಾ ಪಾಂಯಾಂಚ್ಯಾ ವರ್ತಿ ವೊತಲ್ಲಿ ಅನಿ ಅಪ್ನಾಚ್ಯಾ ಕೆಸಾನಿ ಪುಸಲ್ಲಿ ಮರಿ ಹಿ, ಶಿಕ್ ಅಸಲ್ಲೊ ಲಾಜರ್ ಹಿಚೊ ಭಾವ್.