John 11:20 — Compare Translations
7 translations compared side by side
Odia - 1840
"ଯୀଶୁ ଆସୁଛନ୍ତି ବୋଲି ମାର୍ଥା ଶୁଣିଲେ। ସେ ଯୀଶୁଙ୍କୁ ସ୍ବାଗତ କରିବା ପାଇଁ ଗଲେ। କିନ୍ତୁ ମରିୟମ ଘ ରେ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯୀଶୁ ଆସିଅଛନ୍ତି ବୋଲି ଯେତେବେଳେ ମାର୍ଥା ଶୁଣିଲେ, ସେତେବେଳେ ସେ ତାହାଙ୍କୁ ଭେଟିବାକୁ ଗଲେ, କିନ୍ତୁ ମରୀୟମ ଗୃହରେ ବସି ରହିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଆସୁଛନ୍ତି ବୋଲି ଶୁଣିବା କ୍ଷଣି ମାର୍ଥା ତାଙ୍କୁ ଭେଟିବାକୁ ଗଲେ। କିନ୍ତୁ ମରିୟମ ଘରେ ରହିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଆସୁଛନ୍ତି ବୋଲି ମାର୍ଥା ଶୁଣିଲେ। ସେ ଯୀଶୁଙ୍କୁ ସ୍ୱାଗତ କରିବା ପାଇଁ ଗଲେ। କିନ୍ତୁ ମରିୟମ ଘରେ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଯୀଶୁ ଆସିଅଛନ୍ତି ବୋଲି ଯେତେବେଳେ ମାର୍ଥା ଶୁଣିଲେ, ସେତେବେଳେ ସେ ତାହାଙ୍କୁ ଭେଟିବାକୁ ଗଲେ, କିନ୍ତୁ ମରୀୟମ ଗୃହରେ ବସି ରହିଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯୀଶୁ ଆସିଅଛନ୍ତି ବୋଲି ଯେତେବେଳେ ମାର୍ଥା ଶୁଣିଲେ, ସେତେବେଳେ ସେ ତାହାଙ୍କୁ ଭେଟିବାକୁ ଗଲେ, କିନ୍ତୁ ମରିୟମ ଗୃହରେ ବସି ରହିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಯೆವ್ಲಾ ಮನುನ್ ಖಬರ್ ಆಯ್ಕಲ್ಲ್ಯಾ ತನ್ನಾ ಮಾರ್ಥಾ ಜೆಜುಕ್ ಭೆಟುಕ್ ಮನುನ್ ಘರಾತ್ನಾ ಭಾಯ್ರ್ ಗೆಲಿ, ಖರೆ ಮರಿ ಭುತ್ತುರ್ ಘರಾತುಚ್ ರ್ಹಾಲಿ.