John 11:21 — Compare Translations
7 translations compared side by side
Odia - 1840
"ମାର୍ଥା ଯୀଶୁଙ୍କୁ କହିଲେ, ପ୍ରଭୁ, ଯଦି ଆପଣ ଏଠା ରେ ଥାଆନ୍ତେ, ତବେେ ମାରେ ଭାଇ ମରି ନଥାନ୍ତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାର୍ଥା ଯୀଶୁଙ୍କୁ କହିଲେ, ପ୍ରଭୋ, ଯଦି ଆପଣ ଏଠାରେ ଉପସ୍ଥିତ ହୋଇଥାଆନ୍ତେ, ତାହାହେଲେ ମୋହର ଭାଇ ମରି ନ ଥାʼନ୍ତା ।
Odia BSI (ପବିତ୍ର ବାଇବଲ (CL) NT (BSI))
ମାର୍ଥା ଯୀଶୁଙ୍କୁ କହିଲେ, “ପ୍ରଭୁ, ଆପଣ ଏଠାରେ ଥିଲେ, ମୋ’ ଭାଇ ମରି ନ ଥାନ୍ତା,
Odia Bible ERV 2004 (ପବିତ୍ର ବାଇବଲ)
ମାର୍ଥା ଯୀଶୁଙ୍କୁ କହିଲେ, “ପ୍ରଭୁ, ଯଦି ଆପଣ ଏଠାରେ ଥାଆନ୍ତେ, ତେବେ ମୋର ଭାଇ ମରି ନ ଥା’ନ୍ତା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାର୍ଥା ଯୀଶୁଙ୍କୁ କହିଲେ, ପ୍ରଭୁ, ଯଦି ଆପଣ ଏଠାରେ ଉପସ୍ଥିତ ହୋଇଥାଆନ୍ତେ, ତାହାହେଲେ ମୋହର ଭାଇ ମରି ନ ଥାଆନ୍ତା।
Odia IRV 2017 (ଓଡିଆ ବାଇବେଲ)
ମାର୍ଥା ଯୀଶୁଙ୍କୁ କହିଲେ, ପ୍ରଭୁ, ଯଦି ଆପଣ ଏଠାରେ ଉପସ୍ଥିତ ହୋଇଥାଆନ୍ତେ, ତାହାହେଲେ ମୋହର ଭାଇ ମରି ନ ଥା'ନ୍ତା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾರ್ಥಾನ್ ಜೆಜುಕ್, “ಧನಿಯಾ ತಿಯಾ ಹಿತ್ತೆ ರ್ಹಾಲ್ಯಾರ್ ಮಾಜೊ ಭಾವ್ ಮರಿನಶಿ ಹೊತ್ತೊ!