John 11:24 — Compare Translations
7 translations compared side by side
Odia - 1840
"ମାର୍ଥା ଉତ୍ତର ଦେଲେ, ମୁଁ ଜାଣେ, ପୁନରୁତ୍ଥାନ ଦିନ ରେ ଯେତବେେଳେ ସମସ୍ତେ ମୃତ୍ଯୁରୁ ବଞ୍ଚି ଉଠିବେ, ସେତବେେଳେ ସେ ମଧ୍ଯ ମୃତ୍ଯୁରୁ ବଞ୍ଚି ଉଠିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାର୍ଥା ତାହାଙ୍କୁ କହିଲେ, ସେ ଯେ ଶେଷଦିନରେ ପୁନରୁତ୍ଥାନ ସମୟରେ ଉଠିବ, ଏହା ମୁଁ ଜାଣେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମାର୍ଥା ଉତ୍ତର ଦେଲେ, “ତାହା ତ ମୁଁ ଜାଣେ, ଅନ୍ତିମ ଦିବସର ପୁନରୁତ୍ଥାନବେଳେ ସେ ଉଠିବ।”
Odia Bible ERV 2004 (ପବିତ୍ର ବାଇବଲ)
ମାର୍ଥା ଉତ୍ତର ଦେଲେ, “ମୁଁ ଜାଣେ, ପୁନରୁତ୍ଥାନ ଦିନରେ ଯେତେବେଳେ ସମସ୍ତେ ମୃତ୍ୟୁରୁ ବଞ୍ଚି ଉଠିବେ, ସେତେବେଳେ ସେ ମଧ୍ୟ ମୃତ୍ୟୁରୁ ବଞ୍ଚି ଉଠିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାର୍ଥା ତାହାଙ୍କୁ କହିଲେ, ସେ ଯେ ଶେଷ ଦିନରେ ପୁନରୁତ୍ଥାନ ସମୟରେ ଉଠିବ, ଏହା ମୁଁ ଜାଣେ।
Odia IRV 2017 (ଓଡିଆ ବାଇବେଲ)
ମାର୍ଥା ତାହାଙ୍କୁ କହିଲେ, ସେ ଯେ ଶେଷ ଦିନରେ ପୁନରୁତ୍ଥାନ ସମୟରେ ଉଠିବ, ଏହା ମୁଁ ଜାଣେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತಿನಿ, “ಆಕ್ರಿಚ್ಯಾ ದಿಸಿ ಅನಿ ಪರ್ತುನ್ ಝಿತ್ತೆ ಹೊವ್ನ್ ಉಟ್ತಲ್ಯಾ ಎಳಾರ್ ತೊ ಝಿತ್ತೊ ಹೊವ್ನ್ ಉಟ್ತಾ ಮನುನ್ ಮಾಕಾ ಗೊತ್ತ್ ಹಾಯ್” ಮಟ್ಲಿನ್.