John 11:26 — Compare Translations

7 translations compared side by side

Odia - 1840
"ମାେ'ଠା ରେ ରହୁଥିବା ଓ ବିଶ୍ବାସ କରୁଥିବା ଲୋକ କଦାପି ମରିବ ନାହିଁ। ମାର୍ଥା ତୁମେ କ'ଣ ଏହା ବିଶ୍ବାସ କର?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯେକେହି ବଞ୍ଚେ ଓ ମୋʼଠାରେ ବିଶ୍ଵାସ କରେ, ସେ କଦାପି କେବେ ହେଁ ମରିବ ନାହିଁ; ଏହା କଅଣ ବିଶ୍ଵାସ କରୁଅଛ?
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ ମୋତେ ଜୀବିତାବସ୍ଥାରେ ବିଶ୍ୱାସ କରେ, ସେ କଦାପି ମରିବ ନାହିଁ, ଏ କଥାରେ କ’ଣ ବିଶ୍ୱାସ କରୁଛ?”
Odia Bible ERV 2004 (ପବିତ୍ର ବାଇବଲ)
ମୋ’ଠାରେ ରହୁଥିବା ଓ ବିଶ୍ୱାସ କରୁଥିବା ଲୋକ କଦାପି ମରିବ ନାହିଁ। ମାର୍ଥା ତୁମେ କ’ଣ ଏହା ବିଶ୍ୱାସ କର?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେ କେହି ବଞ୍ଚେ ଓ ମୋʼ ଠାରେ ବିଶ୍ୱାସ କରେ, ସେ କଦାପି ମରିବ ନାହିଁ; ଏହା କଅଣ ବିଶ୍ୱାସ କରୁଅଛ?”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେ କେହି ବଞ୍ଚେ ଓ ମୋ'ଠାରେ ବିଶ୍ୱାସ କରେ, ସେ କଦାପି ମରିବ ନାହିଁ; ଏହା କ'ଣ ବିଶ୍ୱାସ କରୁଅଛ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಜೊ ಕೊನ್ ಝಿತ್ತೊ ರ್‍ಹಾತಾ ಅನಿ ಮಾಜೆವರ್ತಿ ವಿಶ್ವಾಸ್ ಕರ್‍ತಾ ತೊ ಕನ್ನಾಚ್ ಹೆ ತಿಯಾ ವಿಶ್ವಾಸ್ ಕರ್‍ತೆ ಕಾಯ್?” ಮಟ್ಲ್ಯಾನ್.