John 11:27 — Compare Translations

7 translations compared side by side

Odia - 1840
"ମାର୍ଥା ଉତ୍ତର ଦେଲେ, ହଁ, ପ୍ରଭୁ, ମୁଁ ଆପଣଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ବାସ କକରେ। ଆପଣ ପରମେଶ୍ବରଙ୍କର ପୁତ୍ର। ଯାହାଙ୍କର ଏହି ଜଗତକୁ ଆସିବାର ଥିଲା, ଆପଣ ସହେି ବ୍ଯକ୍ତି ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତାହାଙ୍କୁ କହିଲେ, ହଁ, ପ୍ରଭୋ, ଯାହାଙ୍କର ଜଗତକୁ ଆଗମନ କରିବାର ଥିଲା, ଆପଣ ଯେ ଈଶ୍ଵରଙ୍କ ପୁତ୍ର ସେହି ଖ୍ରୀଷ୍ଟ, ଏହା ମୋହର ବିଶ୍ଵାସ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମାର୍ଥା ଉତ୍ତର ଦେଲେ, “ହଁ ପ୍ରଭୁ, ମୁଁ ବିଶ୍ୱାସ କରେ, ଆପଣ ଈଶ୍ୱରଙ୍କ ପୁତ୍ର। ଯେଉଁ ମସୀହ ଆସିବାର ଥିଲା, ଆପଣ ସେହି।”
Odia Bible ERV 2004 (ପବିତ୍ର ବାଇବଲ)
ମାର୍ଥା ଉତ୍ତର ଦେଲେ, “ହଁ, ପ୍ରଭୁ, ମୁଁ ଆପଣଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ୱାସ କରେ। ଆପଣ ପରମେଶ୍ୱରଙ୍କର ପୁତ୍ର। ଯାହାଙ୍କର ଏହି ଜଗତକୁ ଆସିବାର ଥିଲା, ଆପଣ ସେହି ବ୍ୟକ୍ତି ଅଟନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ଯାହାଙ୍କର ଜଗତକୁ ଆଗମନ କରିବାର ଥିଲା, ଆପଣ ଯେ ଈଶ୍ବରଙ୍କ ପୁତ୍ର ସେହି ଖ୍ରୀଷ୍ଟ, ଏହା ମୋହର ବିଶ୍ୱାସ।
Odia IRV 2017 (ଓଡିଆ ବାଇବେଲ)
ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ଯାହାଙ୍କର ଜଗତକୁ ଆଗମନ କରିବାର ଥିଲା, ଆପଣ ଯେ ଈଶ୍ୱରଙ୍କ ପୁତ୍ର ସେହି ଖ୍ରୀଷ୍ଟ, ଏହା ମୋହର ବିଶ୍ୱାସ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಮಾರ್ಥಾನ್, “ಹೊಯ್ ಧನಿಯಾ! ತಿಯಾ ಮೆಸ್ಸಿಯಾ ಹ್ಯಾ ಜಗಾತ್ ಯೆತಲೊ ಹಾಯ್ ಮನುನ್ ಹೊತ್ತೊ ದೆವಾಚೊಲೆಕ್ ಮನುನ್ಬಿ ಮಿಯಾ ವಿಶ್ವಾಸ್ ಕರ್‍ತಾ” ಮನುನ್ ಜಬಾಬ್ ದಿಲಿನ್.