John 11:28 — Compare Translations

7 translations compared side by side

Odia - 1840
"ମାର୍ଥା ଏ ସବୁ କଥା କହିବା ପରେ ଭଉଣୀ ମରିୟମ ପାଖକୁ ଗଲେ। ସେ ମରିୟମଙ୍କ ସହିତ ଏକୁଟିଆ କଥାବାର୍ତ୍ତା ହେଲେ। ସେ କହିଲେ, ଏଠା ରେ ଗୁରୁ ଅଛନ୍ତି, ସେ ତୁମ୍ଭକୁ ଖାଜେୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହା କହିଲା ଉତ୍ତାରେ ସେ ଯାଇ ଆପଣା ଭଉଣୀ ମରୀୟମଙ୍କୁ ଗୋପନରେ ଡାକି କହିଲେ, ଗୁରୁ ଆସିଲେଣି ଆଉ ତୋତେ ଡାକୁଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା କହି ମାର୍ଥା ଫେରିଯାଇ ଏକାନ୍ତରେ ମରିୟମଙ୍କୁ ଡାକି କହିଲେ, “ଗୁରୁ ଆସିଛନ୍ତି- ତୋତେ ଡାକୁଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କାନ୍ଦିଲେ ମାର୍ଥା ଏ ସବୁ କଥା କହିବା ପରେ ଭଉଣୀ ମରିୟମ ପାଖକୁ ଗଲେ। ସେ ମରିୟମଙ୍କ ସହିତ ଏକୁଟିଆ କଥାବାର୍ତ୍ତା ହେଲେ। ସେ କହିଲେ, “ଏଠାରେ ଗୁରୁ ଅଛନ୍ତି, ସେ ତୁମ୍ଭକୁ ଖୋଜୁଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହା କହିଲା ଉତ୍ତାରେ ସେ ଯାଇ ଆପଣା ଭଉଣୀ ମରୀୟମଙ୍କୁ ଗୋପନରେ ଡାକି କହିଲେ, ଗୁରୁ ଆସିଲେଣି ଆଉ ତୋତେ ଡାକୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏହା କହିଲା ଉତ୍ତାରେ ସେ ଯାଇ ଆପଣା ଭଉଣୀ ମରିୟମଙ୍କୁ ଗୋପନରେ ଡାକି କହିଲେ, ଗୁରୁ ଆସିଲେଣି ଆଉ ତୋତେ ଡାକୁଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾರ್ಥಾನ್ ಹೆ ಸಾಂಗುನ್ ಹೊಲ್ಲ್ಯಾ ಮಾನಾ ಅಪ್ನಾಚ್ಯಾ ಭೆನಿಕ್ಡೆ ಮರಿಕ್ಡೆ ಗೆಲಿ ಅನಿ ಕೊನಾಕ್ಬಿ ಗೊತ್ತ್ ನಸ್ತಾನಾ ಬಲ್ವುಲಿನ್ ಅನಿ ತೆನಿ ತಿಕಾ “ಗುರುಜಿ ಹಿತ್ತೆ ಯೆವ್ನ್ ಪಾವ್ಲಾ ಅನಿ ತೊ ತುಕಾ ಇಚಾರುಲಾಲಾ” ಮನುನ್ ಸಾಂಗ್ಲಿನ್.