John 11:29 — Compare Translations
7 translations compared side by side
Odia - 1840
"ମରିୟମ ଏ କଥା ଶୁଣି ଯୀଶୁଙ୍କ ପାଖକୁ ସଙ୍ଗେ ସଙ୍ଗେ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଏହା ଶୁଣି ଶୀଘ୍ର ଉଠି ତାହାଙ୍କ ନିକଟକୁ ଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ଶୁଣି ମରିୟମ ତରବର ହୋଇ ତାଙ୍କୁ ଭେଟିବାକୁ ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ମରିୟମ ଏ କଥା ଶୁଣି ଯୀଶୁଙ୍କ ପାଖକୁ ସଙ୍ଗେ ସଙ୍ଗେ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଏହା ଶୁଣି ଶୀଘ୍ର ଉଠି ତାହାଙ୍କ ନିକଟକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଏହା ଶୁଣି ଶୀଘ୍ର ଉଠି ତାହାଙ୍କ ନିକଟକୁ ଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಆಯ್ಕಲ್ಲ್ಯಾ ತನ್ನಾ ಮರಿ ಉಟ್ಲಿ ಗಡ್ಬಡಿನ್ ಜೆಜುಕ್ ಭೆಟುಕ್ ಗೆಲಿ