John 11:3 — Compare Translations
7 translations compared side by side
Odia - 1840
"ତେଣୁ ମରିୟମ ଓ ମାର୍ଥା ଯୀଶୁଙ୍କୁ ଜଣାଇବା ପାଇଁ ଗୋଟିଏ ଲୋକ ପଠାଇଲେ। ସମାନେେ କହି ପଠାଇଲେ, ପ୍ରଭୁ, ତୁମ୍ଭର ପ୍ରିୟ ବନ୍ଧୁ ଲାଜାର ପୀଡିତ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁସେହି ଭଉଣୀମାନେ ତାହାଙ୍କ ନିକଟକୁ କହି ପଠାଇଲେ, ପ୍ରଭୋ, ଦେଖନ୍ତୁ, ଯାହାକୁ ଆପଣ ସ୍ନେହ କରନ୍ତି, ସେ ପୀଡ଼ିତ ଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏମାନଙ୍କର ଭାଇ ଲାଜାର ଅସୁସ୍ଥ ହୋଇ ପଡ଼ିବାରୁ ସେମାନେ ଯୀଶୁଙ୍କ ନିକଟକୁ ଖବର ପଠାଇଲେ: “ପ୍ରଭୁ, ଆପଣଙ୍କ ପ୍ରିୟ ବନ୍ଧୁ ପୀଡ଼ିତ ଅଛି।”
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମରିୟମ ଓ ମାର୍ଥା ଯୀଶୁଙ୍କୁ ଜଣାଇବା ପାଇଁ ଗୋଟିଏ ଲୋକ ପଠାଇଲେ। ସେମାନେ କହି ପଠାଇଲେ, “ପ୍ରଭୁ, ତୁମ୍ଭର ପ୍ରିୟ ବନ୍ଧୁ ଲାଜାର ପୀଡ଼ିତ ଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ସେହି ଭଉଣୀମାନେ ତାହାଙ୍କ ନିକଟକୁ କହି ପଠାଇଲେ, ପ୍ରଭୁ, ଦେଖନ୍ତୁ, ଯାହାକୁ ଆପଣ ସ୍ନେହ କରନ୍ତି, ସେ ପୀଡ଼ିତ ଅଛି।
Odia IRV 2017 (ଓଡିଆ ବାଇବେଲ)
ତେଣୁ ସେହି ଭଉଣୀମାନେ ତାହାଙ୍କ ନିକଟକୁ କହି ପଠାଇଲେ, ପ୍ରଭୁ, ଦେଖନ୍ତୁ, ଯାହାକୁ ଆପଣ ସ୍ନେହ କରନ୍ତି, ସେ ପୀଡ଼ିତ ଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲಾಜರಾಚ್ಯಾ ಭೆನ್ಯಾನಿ “ಧನಿಯಾ ತುಜೊ ಪ್ರೆಮಾಚೊ ದೊಸ್ತ್ ಶಿಕ್ ಪಡ್ಲಾ” ಮನುನ್ ಜೆಜುಕ್ ಬಾತ್ಮಿ ಸಾಂಗುನ್ ಧಾಡಲ್ಲ್ಯಾನಿ.