John 11:30 — Compare Translations

7 translations compared side by side

Odia - 1840
"ଯୀଶୁ ସହେି ସମୟ ପର୍ୟ୍ଯନ୍ତ ଗ୍ରାମକୁ ଆସି ନଥିଲେ। ମାର୍ଥା ତାହାଙ୍କୁ ଯେଉଁ ସ୍ଥାନ ରେ ଦେଖିଥିଲେ, ସେ ପର୍ୟ୍ଯନ୍ତ ସେ ସହେିଠା ରେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ସେତେବେଳେ ଗ୍ରାମ ଭିତରକୁ ଆସି ନ ଥିଲେ, କିନ୍ତୁ ମାର୍ଥା ତାହାଙ୍କୁ ଯେଉଁ ସ୍ଥାନରେ ଭେଟିଥିଲେ, ସେପର୍ଯ୍ୟନ୍ତ ସେ ସେହି ସ୍ଥାନରେ ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ପର୍ଯ୍ୟନ୍ତ ଯୀଶୁ ଗ୍ରାମ ଭିତରେ ପ୍ରବେଶ କରି ନ ଥିଲେ। ମାର୍ଥା ତାଙ୍କୁ ଭେଟିଥିବା ସ୍ଥାନରେ ହିଁ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେହି ସମୟ ପର୍ଯ୍ୟନ୍ତ ଗ୍ରାମକୁ ଆସି ନ ଥିଲେ। ମାର୍ଥା ତାହାଙ୍କୁ ଯେଉଁ ସ୍ଥାନରେ ଦେଖିଥିଲେ, ସେ ପର୍ଯ୍ୟନ୍ତ ସେ ସେହିଠାରେ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ସେତେବେଳେ ଗ୍ରାମ ଭିତରକୁ ଆସି ନ ଥିଲେ, କିନ୍ତୁ ମାର୍ଥା ତାହାଙ୍କୁ ଯେଉଁ ସ୍ଥାନରେ ଭେଟିଥିଲେ, ସେପର୍ଯ୍ୟନ୍ତ ସେ ସେହି ସ୍ଥାନରେ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ସେତେବେଳେ ଗ୍ରାମ ଭିତରକୁ ଆସି ନ ଥିଲେ, କିନ୍ତୁ ମାର୍ଥା ତାହାଙ୍କୁ ଯେଉଁ ସ୍ଥାନରେ ଭେଟିଥିଲେ, ସେପର୍ଯ୍ୟନ୍ତ ସେ ସେହି ସ୍ଥାନରେ ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಅಜುನ್ ಗಾಂವಾಕ್ ಯೆವ್ನ್ ಪಾವುನತ್ತೊ, ತೊ ಅಜುನ್ ತೆಕಾ ಮಾರ್ಥಾ ಭೆಟಲ್ಲ್ಯಾ ಜಾಗ್ಯಾರುಚ್ ಹೊತ್ತೊ.