John 11:31 — Compare Translations
7 translations compared side by side
Odia - 1840
"ଯିହୂଦୀମାନେ ମରିୟମଙ୍କ ସହିତ ଘ ରେ ଥିଲେ। ସମାନେେ ତାହାଙ୍କୁ ସାନ୍ତ୍ବନା ଦେଉଥିଲେ। ସମାନେେ ମରିୟମଙ୍କୁ ହଠାତ୍ ଠିଆ ହାଇେ ତରବର ରେ ବାହାରକୁ ୟିବା ଦେଖିଲେ। ସମାନେେ ଭାବିଲେ ବୋଧେ ସେ ଲାଜାରଙ୍କ କବର ପାଖକୁ କାନ୍ଦିବାକୁ ଯାଉଛନ୍ତି। ତେଣୁ ସମାନେେ ତାହାଙ୍କ ପେଛ ପେଛ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଯେଉଁ ଯିହୁଦୀମାନେ ତାଙ୍କ ସହିତ ଗୃହରେ ଥାଇ ତାଙ୍କୁ ସାନ୍ତ୍ଵନା ଦେଉଥିଲେ, ସେମାନେ ମରୀୟମଙ୍କୁ ଶୀଘ୍ର ଉଠି ବାହାରିଯିବା ଦେଖି, ସେ ସମାଧି ନିକଟରେ ରୋଦନ କରିବା ନିମନ୍ତେ ଯାଉଅଛନ୍ତି, ଏହା ମନେ କରି ତାଙ୍କ ପଛେ ପଛେ ଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମରିୟମଙ୍କୁ ସାନ୍ତ୍ୱନା ଦେବା ପାଇଁ ଆସିଥିବା ଲୋକମାନେ ଯେତେବେଳେ ଦେଖିଲେ ଯେ ସେ ଉଠି ତରବରରେ ବାହାରକୁ ଯାଉଛନ୍ତି, ସେମାନେ ମଧ୍ୟ ତାଙ୍କ ପଛେ ପଛେ ଗଲେ। ସେମାନେ ଭାବିଲେ, ସେ କବର ପାଖକୁ କାନ୍ଦିବା ପାଇଁ ଯାଉଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦୀମାନେ ମରିୟମଙ୍କ ସହିତ ଘରେ ଥିଲେ। ସେମାନେ ତାହାଙ୍କୁ ସାନ୍ତ୍ୱନା ଦେଉଥିଲେ। ସେମାନେ ମରିୟମଙ୍କୁ ହଠାତ୍ ଠିଆ ହୋଇ ତରବରରେ ବାହାରକୁ ଯିବା ଦେଖିଲେ। ସେମାନେ ଭାବିଲେ ବୋଧେ ସେ ଲାଜାରଙ୍କ କବର ପାଖକୁ କାନ୍ଦିବାକୁ ଯାଉଛନ୍ତି। ତେଣୁ ସେମାନେ ତାହାଙ୍କ ପଛେ ପଛେ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ଯେଉଁ ଯିହୁଦୀମାନେ ତାହାଙ୍କ ସହିତ ଗୃହରେ ଥାଇ ତାହାଙ୍କୁ ସାନ୍ତ୍ୱନା ଦେଉଥିଲେ, ସେମାନେ ମରୀୟମଙ୍କୁ ଶୀଘ୍ର ଉଠି ବାହାରିଯିବା ଦେଖି, ସେ ସମାଧି ନିକଟରେ ରୋଦନ କରିବା ନିମନ୍ତେ ଯାଉଅଛନ୍ତି, ଏହା ମନେ କରି ତାହାଙ୍କ ପଛେ ପଛେ ଗଲେ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ଯେଉଁ ଯିହୂଦୀମାନେ ତାଙ୍କ ସହିତ ଗୃହରେ ଥାଇ ତାଙ୍କୁ ସାନ୍ତ୍ୱନା ଦେଉଥିଲେ, ସେମାନେ ମରିୟମଙ୍କୁ ଶୀଘ୍ର ଉଠି ବାହାରିଯିବା ଦେଖି, ସେ ସମାଧି ନିକଟରେ ରୋଦନ କରିବା ନିମନ୍ତେ ଯାଉଅଛନ୍ତି, ଏହା ମନେ କରି ତାଙ୍କ ପଛେ ପଛେ ଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಘರಾತ್ ಮರಿಕ್ ಸಮಾದಾನ್ ಸಾಂಗುನ್ಗೆತ್ ಹೊತ್ತಿ ಲೊಕಾ. ತಿ ಗಡ್ಬಡಿನ್ ಭಾಯ್ರ್ ಜಾತಲೆ ಬಗುನ್ ತಿಚ್ಯಾ ಫಾಟ್ನಾ ಗೆಲಿ. ತಿ ಲಾಜರಾಕ್ ಮಾಟಿ ದಿಲ್ಲ್ಯಾ ಸಮಾದಿಕ್ಡೆ ರಡುಸಾಟ್ನಿ ಜಾವ್ಕ್ ಲಾಗ್ಲಾ ಕಾಯ್ಕಿ ಮನುನ್ ಚಿಂತ್ಲ್ಯಾನಿ.