John 11:32 — Compare Translations
7 translations compared side by side
Odia - 1840
"ମରିୟମ ଯୀଶୁ ରହିଥିବା ସ୍ଥାନକୁ ଗଲେ। ଯୀଶୁଙ୍କୁ ଦେଖି ସେ ତାହାଙ୍କ ପାଦ ତଳେ ପଡିଗଲେ। ମରିୟମ କହିଲେ, ପ୍ରଭୁ, ଆପଣ ଯଦି ଏଠା ରେ ଥାଆନ୍ତେ ତବେେ ମାେ ଭାଇ ମରି ନ ଥାଆନ୍ତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯୀଶୁ ଯେଉଁ ସ୍ଥାନରେ ଥିଲେ, ମରୀୟମ ସେହି ସ୍ଥାନରେ ଉପସ୍ଥିତ ହୋଇ ତାହାଙ୍କୁ ଦେଖି ତାହାଙ୍କର ଚରଣ ତଳେ ପଡ଼ି କହିଲେ, ପ୍ରଭୋ, ଯଦି ଆପଣ ଏଠାରେ ଉପସ୍ଥିତ ହୋଇଥାଆନ୍ତେ, ତାହାହେଲେ ମୋʼ ଭାଇ ମରି ନ ଥାʼନ୍ତା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁଙ୍କ ନିକଟରେ ପହଞ୍ଚିବା କ୍ଷରି ମରିୟମ ତାଙ୍କ ଗୋଡ଼ ତଳେ ପଡ଼ି କହିଲେ, “ପ୍ରଭୁ, ଆପଣ ଏଠାରେ ଥିଲେ, ମୋ’ ଭାଇ ମରି ନ ଥାନ୍ତା।”
Odia Bible ERV 2004 (ପବିତ୍ର ବାଇବଲ)
ମରିୟମ ଯୀଶୁ ରହିଥିବା ସ୍ଥାନକୁ ଗଲେ। ଯୀଶୁଙ୍କୁ ଦେଖି ସେ ତାହାଙ୍କ ପାଦ ତଳେ ପଡ଼ିଗଲେ। ମରିୟମ କହିଲେ, “ପ୍ରଭୁ, ଆପଣ ଯଦି ଏଠାରେ ଥାଆନ୍ତେ ତେବେ ମୋ’ ଭାଇ ମରି ନ ଥା’ନ୍ତା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଯୀଶୁ ଯେଉଁ ସ୍ଥାନରେ ଥିଲେ, ମରୀୟମ ସେହି ସ୍ଥାନରେ ଉପସ୍ଥିତ ହୋଇ ତାହାଙ୍କୁ ଦେଖି ତାହାଙ୍କର ଚରଣ ତଳେ ପଡ଼ି କହିଲେ, ପ୍ରଭୁ, ଯଦି ଆପଣ ଏଠାରେ ଉପସ୍ଥିତ ହୋଇଥାଆନ୍ତେ, ତାହାହେଲେ ମୋʼ ଭାଇ ମରି ନ ଥାଆନ୍ତା।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯୀଶୁ ଯେଉଁ ସ୍ଥାନରେ ଥିଲେ, ମରିୟମ ସେହି ସ୍ଥାନରେ ଉପସ୍ଥିତ ହୋଇ ତାହାଙ୍କୁ ଦେଖି ତାହାଙ୍କର ଚରଣ ତଳେ ପଡ଼ି କହିଲେ, ପ୍ରଭୁ, ଯଦି ଆପଣ ଏଠାରେ ଉପସ୍ଥିତ ହୋଇଥାଆନ୍ତେ, ତାହାହେଲେ ମୋ' ଭାଇ ମରି ନ ଥା'ନ୍ତା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮರಿ ಜೆಜು ಹೊತ್ತ್ಯಾಕ್ಡೆನ್ ಯೆವ್ನ್ ಪಾವ್ಲಿ, ಅನಿ ತೆಕಾ ಬಗಟಲ್ಲ್ಯಾ ತನ್ನಾ ತಿ ಜೆಜುಚ್ಯಾ ಪಾಂಯಾತ್ನಿ ಡಬ್ ಪಡ್ಲಿ. ಅನಿ ತಿನಿ, “ಧನಿಯಾ ತಿಯಾ ಹಿತ್ತೆ ರ್ಹಾಲ್ಯಾರ್ ಮಾಜೊ ಭಾವ್ ಮರಿನಶಿ ಹೊತ್ತೊ!” ಮಟ್ಲಿನ್.