John 11:33 — Compare Translations

7 translations compared side by side

Odia - 1840
"ଯୀଶୁ ମରିୟମକୁ କାନ୍ଦିବାର ଦେଖିଲେ। ସେ ଯିହୂଦୀମାନଙ୍କୁ ତାହାଙ୍କ ସହିତ ଆସିବାର ଦେଖିଲେ। ସମାନେେ ମଧ୍ଯ କାନ୍ଦୁଥିଲେ। ଯୀଶୁ ବହୁତ ଦୁଃଖ ଅନୁଭବ କଲେ ଓ ଅନ୍ତର ରେ ଅତ୍ଯଧିକ ବ୍ଯଥା ଅନୁଭବ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଯୀଶୁ ତାଙ୍କୁ ଓ ତାଙ୍କ ସହିତ ଆସିଥିବା ଯିହୁଦୀମାନଙ୍କୁ ରୋଦନ କରୁଥିବା ଦେଖି ଆତ୍ମାରେ ଉତ୍ତେଜିତ ହେଲେ, ପୁଣି କର୍ତ୍ତବ୍ୟ ସାଧନ ନିମନ୍ତେ ଦୃଢ଼ ସଂକଳ୍ପରେ ପଚାରିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ମରିୟମ ଓ ତା’ ସାଙ୍ଗରେ ଥିବା ଲୋକମାନଙ୍କୁ କାନ୍ଦୁଥିବାର ଦେଖି ଯୀଶୁ ବ୍ୟଥିତ ଓ ବ୍ୟାକୁଳ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ମରିୟମକୁ କାନ୍ଦିବାର ଦେଖିଲେ। ସେ ଯିହୂଦୀମାନଙ୍କୁ ତାହାଙ୍କ ସହିତ ଆସିବାର ଦେଖିଲେ। ସେମାନେ ମଧ୍ୟ କାନ୍ଦୁଥିଲେ। ଯୀଶୁ ବହୁତ ଦୁଃଖ ଅନୁଭବ କଲେ ଓ ଅନ୍ତରରେ ଅତ୍ୟଧିକ ବ୍ୟଥା ଅନୁଭବ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ଯୀଶୁ ତାହାଙ୍କୁ ଓ ତାହାଙ୍କ ସହିତ ଆସିଥିବା ଯିହୁଦୀ ଲୋକମାନଙ୍କୁ ରୋଦନ କରୁଥିବା ଦେଖି ଆତ୍ମାରେ ଗଭୀର ଭାବେ ଉତ୍ତେଜିତ ହେଲେ, ପୁଣି, କର୍ତ୍ତବ୍ୟ ସାଧନ ନିମନ୍ତେ ଦୃଢ଼ ସଙ୍କଳ୍ପରେ ପଚାରିଲେ,
Odia IRV 2017 (ଓଡିଆ ବାଇବେଲ)
ଅତଏବ, ଯୀଶୁ ତାଙ୍କୁ ଓ ତାଙ୍କ ସହିତ ଆସିଥିବା ଯିହୂଦୀମାନଙ୍କୁ ରୋଦନ କରୁଥିବା ଦେଖି ଆତ୍ମାରେ ଗଭୀର ଭାବେ ଆଲୋଡିତ ହେଲେ, ପୁଣି, କର୍ତ୍ତବ୍ୟ ସାଧନ ନିମନ୍ତେ ଦୃଢ଼ ସଂକଳ୍ପରେ ପଚାରିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ಮರಿ ಅನಿ ತಿಚ್ಯಾ ವಾಂಗ್ಡಾ ಹೊತ್ತಿ ಲೊಕಾ ರಡ್ತಲೆ ಬಗಟ್ಲ್ಯಾನ್, ತೆಚ್ಯಾ ಮನಾಕ್ ಬೆಜಾರ್ ಹೊಲೊ ಅನಿ ತೊ ಕಳ್ವಳ್ಳೊ.