John 11:38 — Compare Translations

7 translations compared side by side

Odia - 1840
"ଯୀଶୁ ପୁଣି ବହୁତ ବ୍ଯତିବ୍ଯସ୍ତ ହେଲେ। ସେ ଲାଜାରଙ୍କ କବର ନିକଟକୁ ଆସିଲେ। ତାହା ଗୋଟିଏ ଗୁହା ଥିଲା ଓ ତା ମୁହଁ ରେ ଗୋଟିଏ ବଡ ପଥର ଘୋଡଇେ ଦିଆଯାଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯୀଶୁ ପୁନର୍ବାର ଅନ୍ତରରେ ବିରକ୍ତ ହୋଇ ସମାଧି ନିକଟକୁ ଆସିଲେ; ତାହା ଗୋଟିଏ ଗୁହା, ପୁଣି ତାʼ ମୁହଁରେ ଗୋଟାଏ ପଥର ଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶୋକାଭିଭୂତ ହୋଇ ଯୀଶୁ ସମାଧି ପାଖକୁ ଗଲେ। ଏହା ଗୋଟିଏ ଗୁମ୍ଫା। ତା’ ମୁହଁରେ ଗୋଟିଏ ବଡ଼ ପଥର ରଖାଯାଇଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ମୃତ ଲାଜାରଙ୍କୁ ଜୀବନ ଦେଲେ ଯୀଶୁ ପୁଣି ବହୁତ ବ୍ୟତିବ୍ୟସ୍ତ ହେଲେ। ସେ ଲାଜାରଙ୍କ କବର ନିକଟକୁ ଆସିଲେ। ତାହା ଗୋଟିଏ ଗୁହା ଥିଲା ଓ ତା ମୁହଁରେ ଗୋଟିଏ ବଡ଼ ପଥର ଘୋଡ଼େଇ ଦିଆଯାଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଯୀଶୁ ପୁନର୍ବାର ଅନ୍ତରରେ ବିରକ୍ତ ହୋଇ ସମାଧି ନିକଟକୁ ଆସିଲେ; ତାହା ଗୋଟିଏ ଗୁହା, ପୁଣି, ତାʼ ମୁହଁରେ ଗୋଟାଏ ପଥର ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯୀଶୁ ପୁନର୍ବାର ଅନ୍ତରରେ ବିରକ୍ତ ହୋଇ ସମାଧି ନିକଟକୁ ଆସିଲେ; ତାହା ଗୋଟିଏ ଗୁହା, ପୁଣି, ତା' ମୁହଁରେ ଗୋଟାଏ ପଥର ଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಅನಿ ಎಗ್ದಾ ಲೈ ವಾಯ್ಟ್ ಕಳ್ವಳ್ಳೊ. ಅನಿ ಲಾಜರಾಕ್ ಥವಲ್ಲ್ಯಾ ಸಮಾದಿಕ್ಡೆ ಗೆಲೊ, ತ್ಯೆಚ್ಯಾ ವಾಟೆರ್ ಗುಂಡೊ ಲಾವ್ನ್ ಧಾಪಲ್ಲೆ ಹೊತ್ತೆ.