John 11:39 — Compare Translations

7 translations compared side by side

Odia - 1840
"ଯୀଶୁ କହିଲେ, ଏ ପଥରକୁ ଘୁଞ୍ଚାଇ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ କହିଲେ, ଏହି ପଥର ଘୁଞ୍ଚାଇଦିଅ । ମୃତ ବ୍ୟକ୍ତିଙ୍କ ଭଗ୍ନୀ ମାର୍ଥା ତାହାଙ୍କୁ କହିଲେ, ପ୍ରଭୋ, ସେ ବାସିଗଲାଣି, କାରଣ ସେ ଚାରି ଦିନ ହେଲା ମଲାଣି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ କହିଲେ: “ପଥରଟିକୁ ଘୁଞ୍ଚାଇ ଦିଅ।” ମାର୍ଥା କହିଲେ, “ପ୍ରଭୁ, ସେଥିରୁ ଦୁର୍ଗନ୍ଧ ବାହାରିବ। ତାକୁ କବର ଦିଆହେବାର ଚାରି ଦିନ ହେଲାଣି।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହିଲେ, “ଏ ପଥରକୁ ଘୁଞ୍ଚାଇ ଦିଅ।” ମାର୍ଥା କହିଲେ, “ପ୍ରଭୁ ସେ ମରିବାର ଗ୍ଭରି ଦିନ ହୋଇଗଲାଣି। ତେଣୁ ବଡ଼ ଦୁର୍ଗନ୍ଧ ହେଉଥିବ।” ମାର୍ଥା ମୃତ ଲୋକର ଭଉଣୀ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ କହିଲେ, “ଏହି ପଥର ଘୁଞ୍ଚାଇଦିଅ।” ମୃତ ବ୍ୟକ୍ତିଙ୍କ ଭଉଣୀ ମାର୍ଥା ତାହାଙ୍କୁ କହିଲେ, ପ୍ରଭୁ, ସେ ବାସିଗଲାଣି, କାରଣ ସେ ଚାରି ଦିନ ହେଲା ମଲାଣି।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ କହିଲେ, ଏହି ପଥର ଘୁଞ୍ଚାଇଦିଅ । ମୃତ ବ୍ୟକ୍ତିଙ୍କ ଭଗ୍ନୀ ମାର୍ଥା ତାହାଙ୍କୁ କହିଲେ, ପ୍ରଭୁ, ସେ ବାସିଗଲାଣି, କାରଣ ସେ ଚାରି ଦିନ ହେଲା ମଲାଣି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್, “ಹ್ಯೊ ಗುಂಡೊ ಕಡೆಕ್ ಕಾಡಾ!” ಮನುನ್ ಹುಕುಮ್ ದಿಲ್ಯಾನ್. ತನ್ನಾ ಮಾರ್ಥಾನ್ ತ್ಯಾ ಮರಲ್ಲ್ಯಾ ಮಾನ್ಸಾಚ್ಯಾ ಭೆನಿನ್, “ಧನಿಯಾ ತೆಕಾ ಸಮಾದಿತ್ ಥವ್ನ್ ಚಾರ್ ದಿಸಾ ಹೊಲಿ ತೆಕಾ ಬುರ್ಶಿ ವಾಸ್ ಪಡ್ಲಾ ಅಶಿಲ್!” ಮನುನ್ ಜಬಾಬ್ ದಿಲಿನ್.