John 11:4 — Compare Translations

7 translations compared side by side

Odia - 1840
"ଯୀଶୁ ଏହି କଥା ଶୁଣି କହିଲେ, ତାହାର ପୀଡା ମୃତ୍ଯୁଜନକ ନୁହେଁ। କିନ୍ତୁ ତା'ର ଅସୁସ୍ଥତା ପରମେଶ୍ବରଙ୍କର ଗୌରବ ନିମନ୍ତେ। ପରମେଶ୍ବରଙ୍କର ପୁତ୍ର ଏହା ଦ୍ବାରା ଗୌରବାନ୍ବିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯୀଶୁ ତାହା ଶୁଣି କହିଲେ, ଏହି ପୀଡ଼ା ମୃତ୍ୟୁ ନିମନ୍ତେ ନୁହେଁ, ମାତ୍ର ଈଶ୍ଵରଙ୍କ ଗୌରବ ନିମନ୍ତେ, ଯେପରି ତଦ୍ଦ୍ଵାରା ଈଶ୍ଵରଙ୍କ ପୁତ୍ର ଗୌରବପ୍ରାପ୍ତ ହୁଅନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏ ଖବର ଶୁଣି ଯୀଶୁ କହିଲେ, “ଏ ରୋଗରେ ଲାଜାର ମରିବ ନାହିଁ। କିନ୍ତୁ ଏହା ଦ୍ୱାରା ଈଶ୍ୱର ମହିମାନ୍ୱିତ ହେବେ ଓ ସେଥି ସଙ୍ଗେ ଈଶ୍ୱରଙ୍କ ପୁତ୍ର ମଧ୍ୟ ଗୌରବ ପାଇବେ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଏହି କଥା ଶୁଣି କହିଲେ, “ତାହାର ପୀଡ଼ା ମୃତ୍ୟୁଜନକ ନୁହେଁ। କିନ୍ତୁ ତା’ର ଅସୁସ୍ଥତା ପରମେଶ୍ୱରଙ୍କର ଗୌରବ ନିମନ୍ତେ। ପରମେଶ୍ୱରଙ୍କର ପୁତ୍ର ଏହା ଦ୍ୱାରା ଗୌରବାନ୍ୱିତ ହେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯୀଶୁ ତାହା ଶୁଣି କହିଲେ, “ଏହି ପୀଡ଼ା ମୃତ୍ୟୁ ନିମନ୍ତେ ନୁହେଁ, ମାତ୍ର ଈଶ୍ବରଙ୍କ ଗୌରବ ନିମନ୍ତେ, ଯେପରି ତଦ୍ୱାରା ଈଶ୍ବରଙ୍କ ପୁତ୍ର ଗୌରବପ୍ରାପ୍ତ ହୁଅନ୍ତି।”
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯୀଶୁ ତାହା ଶୁଣି କହିଲେ, ଏହି ପୀଡ଼ା ମୃତ୍ୟୁ ନିମନ୍ତେ ନୁହେଁ, ମାତ୍ର ଈଶ୍ୱରଙ୍କ ଗୌରବ ନିମନ୍ତେ, ଯେପରି ତଦ୍ଵାରା ଈଶ୍ୱରଙ୍କ ପୁତ୍ର ଗୌରବପ୍ରାପ୍ତ ହୁଅନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹಿ ಬಾತ್ಮಿ ಆಯ್ಕಲ್ಲ್ಯಾ ತನ್ನಾ ಜೆಜುನ್ “ಹ್ಯಾ ಪಿಡೆಚೊ ಪರಿನಾಮ್ ಲಾಜರಾಚ್ಯಾ ಮರ್‍ನಾಚ್ಯಾ ವೈನಾ ಸರಿನಾ, ಹೆ ದೆವಾಕ್ ಮಹಿಮಾ ಹಾನುಸಾಟ್ನಿ ಮನುನ್ ಹೊಲಾ, ಅನಿ ಹಿಚ್ಯಾ ವೈನಾ ಮಾನ್ಸಾಚೊ ಲೆಕ್ ಮಹಿಮಾ ಜೊಡುನ್ ಘೆತಾ” ಮಟ್ಲ್ಯಾನ್.