John 11:40 — Compare Translations
7 translations compared side by side
Odia - 1840
"ଯୀଶୁ ତାହାଙ୍କୁ କହିଲେ, ମୁଁ ତୁମ୍ଭକୁ ଯାହା କହିଥିଲି, ତାହା ମନେପକାଅ। ମୁଁ ତୁମ୍ଭକୁ କହିଥିଲି, ଯଦି ତୁମ୍ଭେ ବିଶ୍ବାସ କରିବ ତବେେ ପରମେଶ୍ବରଙ୍କର ଗୌରବ ଦେଖି ପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ତାଙ୍କୁ କହିଲେ, ଯଦି ତୁମ୍ଭେ ବିଶ୍ଵାସ କର, ତାହାହେଲେ ଈଶ୍ଵରଙ୍କ ମହିମା ଦେଖିବ, ଏହା କଅଣ ମୁଁ ତୁମ୍ଭକୁ କହିଲି ନାହିଁ? ସେଥିରେ ସେମାନେ ପଥର ଘୁଞ୍ଚାଇଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ତାଙ୍କୁ କହିଲେ, “ତୁମେ ବିଶ୍ୱାସ କଲେ, ଈଶ୍ୱରଙ୍କ ମହିମା ଦେଖିବ ବୋଲି ମୁଁ କ’ଣ କହି ନ ଥିଲି?”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ତାହାଙ୍କୁ କହିଲେ, “ମୁଁ ତୁମ୍ଭକୁ ଯାହା କହିଥିଲି, ତାହା ମନେପକାଅ। ମୁଁ ତୁମ୍ଭକୁ କହିଥିଲି, ଯଦି ତୁମ୍ଭେ ବିଶ୍ୱାସ କରିବ ତେବେ ପରମେଶ୍ୱରଙ୍କର ଗୌରବ ଦେଖି ପାରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ତାହାଙ୍କୁ କହିଲେ, “ଯଦି ତୁମ୍ଭେ ବିଶ୍ୱାସ କର, ତାହାହେଲେ ଈଶ୍ବରଙ୍କ ମହିମା ଦେଖିବ, ଏହା କଅଣ ମୁଁ ତୁମ୍ଭକୁ କହିଲି ନାହିଁ?” ସେଥିରେ ସେମାନେ ପଥର ଘୁଞ୍ଚାଇଦେଲେ।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ତାଙ୍କୁ କହିଲେ, ଯଦି ତୁମ୍ଭେ ବିଶ୍ୱାସ କର, ତାହାହେଲେ ଈଶ୍ୱରଙ୍କ ମହିମା ଦେଖିବ, ଏହା କ'ଣ ମୁଁ ତୁମ୍ଭକୁ କହିଲି ନାହିଁ? ସେଥିରେ ସେମାନେ ପଥର ଘୁଞ୍ଚାଇଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ತಿಕಾ, “ಮಿಯಾ ತುಕಾ ಸಾಂಗುಕ್ನಾ ಕಾಯ್?” ತಿಯಾ ವಿಶ್ವಾಸ್ ಕರ್ಲ್ಯಾರ್ ತುಕಾ ದೆವಾಚಿ ಮಹಿಮಾ ಬಗುಕ್ ಗಾವ್ತಾ ಮನುನ್ ಮಟ್ಲ್ಯಾನ್.