John 11:41 — Compare Translations
7 translations compared side by side
Odia - 1840
"ତେଣୁ ସମାନେେ ପଥର ବାହାର କଲେ। ତା'ପରେ ଯୀଶୁ ଉର୍ଦ୍ଧ୍ବକୁ ଚାହିଁ କହିଲେ, ହେ ପରମପିତା, ତୁମ୍ଭକୁ ଧନ୍ଯବାଦ ଦେଉଅଛି, କାରଣ ତୁମ୍ଭେ ମାେ କଥା ଶୁଣିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯୀଶୁ ଊର୍ଦ୍ଧ୍ଵଦୃଷ୍ଟି କରି କହିଲେ, ପିତଃ, ତୁମ୍ଭେ ମୋହର ପ୍ରାର୍ଥନା ଶୁଣିଲ ବୋଲି ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ପଥରଯିକୁ ଘୁଞ୍ଚାଇ ଦେବା ପରେ ଯୀଶୁ ଊଦ୍ଧ୍ୱର୍ମୁଖ ହୋଇ ପ୍ରାର୍ଥନା କଲେ, “ପିତା- ତୁମେ ମୋ’ କଥା ଶୁଣୁଛ, ଏଥିପାଇଁ ଧନ୍ୟବାଦ ଦେଉଛି।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେମାନେ ପଥର ବାହାର କଲେ। ତା’ପରେ ଯୀଶୁ ଊର୍ଦ୍ଧ୍ୱକୁ ଗ୍ଭହିଁ କହିଲେ, “ହେ ପରମପିତା, ତୁମ୍ଭକୁ ଧନ୍ୟବାଦ ଦେଉଅଛି, କାରଣ ତୁମ୍ଭେ ମୋ’ କଥା ଶୁଣିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯୀଶୁ ଊର୍ଦ୍ଧ୍ୱଦୃଷ୍ଟି କରି କହିଲେ, “ପିତଃ, ତୁମ୍ଭେ ମୋହର ପ୍ରାର୍ଥନା ଶୁଣିଲ ବୋଲି ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଅଛି।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯୀଶୁ ଊର୍ଦ୍ଧ୍ୱଦୃଷ୍ଟି କରି କହିଲେ, ପିତଃ, ତୁମ୍ଭେ ମୋହର ପ୍ରାର୍ଥନା ଶୁଣିଲ ବୋଲି ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ತೊ ಗುಂಡೊ ಕಡೆಕ್ ಕಾಡ್ಲ್ಯಾನಿ. ತನ್ನಾ ಜೆಜುನ್ ವೈರ್ ಬಗಟ್ಲ್ಯಾನ್ ಅನಿ, “ಬಾಬಾ ಮಿಯಾ ತುಕಾ ಧನ್ಯವಾದ್ ದಿತಾ ಕಶ್ಯಾಕ್ ಮಟ್ಲ್ಯಾರ್ ತಿಯಾ ಮಾಜೆ ಆಯಿಕ್ತೆ.