John 11:42 — Compare Translations
7 translations compared side by side
Odia - 1840
"ମୁଁ ଜାଣେ ଯେ, ତୁମ୍ଭେ ସବୁବେଳେ ମାେ କଥା ଶୁଣ। ମାତ୍ର ତୁମ୍ଭେ ମାେତେ ପଠାଇଛ ବୋଲି ଏଠା ରେ ଠିଆ ହାଇେଥିବା ଲୋକମାନେ ଯେପରି ବିଶ୍ବାସ କରିବେ, ସେଥିପାଇଁ ମୁଁ ଏହା କହିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଯେ ସର୍ବଦା ମୋହର ପ୍ରାର୍ଥନା ଶୁଣିଥାଅ, ଏହା ମୁଁ ଜାଣିଥିଲି; କିନ୍ତୁ ଯେଉଁ ଲୋକସମୂହ ଚତୁର୍ଦ୍ଦିଗରେ ଠିଆ ହୋଇଅଛନ୍ତି, ତୁମ୍ଭେ ମୋତେ ପ୍ରେରଣ କରିଅଛ ବୋଲି ସେମାନେ ଯେପରି ବିଶ୍ଵାସ କରିବେ, ଏଥିପାଇଁ ସେମାନଙ୍କ ହେତୁ ମୁଁ ଏହା କହିଲି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଜାଣେ, ତୁମେ ସବୁବେଳେ ମୋ’ କଥା ଶୁଣିଥାଅ। କିନ୍ତୁ ତୁମେ ଯେ ମୋତେ ପଠାଇଛ, ଏଥିରେ ସେମାନଙ୍କ ବିଶ୍ୱାସ ଜନ୍ମାଇବା ପାଇଁ ମୁଁ ଏହା କହୁଛି।”
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଜାଣେ ଯେ, ତୁମ୍ଭେ ସବୁବେଳେ ମୋ’ କଥା ଶୁଣ। ମାତ୍ର ତୁମ୍ଭେ ମୋତେ ପଠାଇଛ ବୋଲି ଏଠାରେ ଠିଆ ହୋଇଥିବା ଲୋକମାନେ ଯେପରି ବିଶ୍ୱାସ କରିବେ, ସେଥିପାଇଁ ମୁଁ ଏହା କହିଲି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଯେ ସର୍ବଦା ମୋହର ପ୍ରାର୍ଥନା ଶୁଣିଥାଅ, ଏହା ମୁଁ ଜାଣିଥିଲି; କିନ୍ତୁ ଯେଉଁ ଲୋକସମୂହ ଚତୁର୍ଦ୍ଦିଗରେ ଠିଆ ହୋଇଅଛନ୍ତି, ତୁମ୍ଭେ ମୋତେ ପ୍ରେରଣ କରିଅଛ ବୋଲି ସେମାନେ ଯେପରି ବିଶ୍ୱାସ କରିବେ, ଏଥିପାଇଁ ସେମାନଙ୍କ ହେତୁ ମୁଁ ଏହା କହିଲି।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଯେ ସର୍ବଦା ମୋହର ପ୍ରାର୍ଥନା ଶୁଣିଥାଅ, ଏହା ମୁଁ ଜାଣିଥିଲି; କିନ୍ତୁ ଯେଉଁ ଲୋକସମୂହ ଚତୁର୍ଦ୍ଦିଗରେ ଠିଆ ହୋଇଅଛନ୍ତି, ତୁମ୍ଭେ ମୋତେ ପ୍ରେରଣ କରିଅଛ ବୋଲି ସେମାନେ ଯେପରି ବିଶ୍ୱାସ କରିବେ, ଏଥିପାଇଁ ସେମାନଙ୍କ ହେତୁ ମୁଁ ଏହା କହିଲି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿಯಾ ಕನ್ನಾಬಿ ಮಾಜೆ ಆಯಿಕ್ತೆ ಮನುನ್ ಮಾಕಾ ಗೊತ್ತ್ ಹಾಯ್, ಖರೆ ಹ್ಯಾ ಹಿತ್ತೆ ಹೊತ್ತ್ಯಾ ಲೊಕಾಂಚ್ಯಾಸಾಟಿ ಅಶೆಚ್ ಮನುಲಾ, ಅಶೆಚ್ ತೆನಿ ತಿಯಾಚ್ ಮಾಕಾ ಧಾಡುನ್ ದಿಲೆ ಮನುನ್ ವಿಶ್ವಾಸ್ ಕರುಂದಿತ್” ಮಟ್ಲ್ಯಾನ್.