John 11:45 — Compare Translations

7 translations compared side by side

Odia - 1840
"ସଠାେରେ ମରିୟମଙ୍କୁ ଦଖାେ କରିବା ନିମନ୍ତେ ଅନକେ ଯିହୂଦୀ ଆସିଥିଲେ। ସମାନେେ ସମସ୍ତେ ଯୀଶୁଙ୍କର କାର୍ୟ୍ଯ ଦେଖିଲେ। ସମାନଙ୍କେ ଭିତରୁ ଅନକେ ଯିହୂଦୀ ତାହାଙ୍କୁ ବିଶ୍ବାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଯିହୁଦୀମାନଙ୍କ ମଧ୍ୟରେ ଅନେକେ, ଅର୍ଥାତ୍ ଯେଉଁମାନେ ମରୀୟମଙ୍କ ନିକଟକୁ ଆସିଥିଲେ ଓ ଯୀଶୁଙ୍କ କର୍ମ ଦେଖିଥିଲେ, ସେମାନେ ତାହାଙ୍କଠାରେ ବିଶ୍ଵାସ କଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ମରିୟମଙ୍କୁ ଦେଖିବା ପାଇଁ ଆସିଥିବା ଲୋକମାନଙ୍କ ମଧ୍ୟରୁ ଅନେକେ ଯୀଶୁଙ୍କର ଏ କାର୍ଯ୍ୟ ଦେଖି ତାଙ୍କଠାରେ ବିଶ୍ୱାସ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କୁ ମାରିବା ପାଇଁ ଯିହୂଦୀ ନେତାମାନଙ୍କର ଯୋଜନା ସେଠାରେ ମରିୟମଙ୍କୁ ଦେଖା କରିବା ନିମନ୍ତେ ଅନେକ ଯିହୂଦୀ ଆସିଥିଲେ। ସେମାନେ ସମସ୍ତେ ଯୀଶୁଙ୍କର କାର୍ଯ୍ୟ ଦେଖିଲେ। ସେମାନଙ୍କ ଭିତରୁ ଅନେକ ଯିହୂଦୀ ତାହାଙ୍କୁ ବିଶ୍ୱାସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ଯିହୁଦୀ ଲୋକମାନଙ୍କ ମଧ୍ୟରେ ଅନେକେ, ଅର୍ଥାତ୍‍ ଯେଉଁମାନେ ମରୀୟମଙ୍କ ନିକଟକୁ ଆସିଥିଲେ ଓ ଯୀଶୁଙ୍କ କର୍ମ ଦେଖିଥିଲେ, ସେମାନେ ତାହାଙ୍କଠାରେ ବିଶ୍ୱାସ କଲେ;
Odia IRV 2017 (ଓଡିଆ ବାଇବେଲ)
ଅତଏବ, ଯିହୂଦୀମାନଙ୍କ ମଧ୍ୟରେ ଅନେକେ, ଅର୍ଥାତ୍‍ ଯେଉଁମାନେ ମରିୟମଙ୍କ ନିକଟକୁ ଆସିଥିଲେ ଓ ଯୀଶୁଙ୍କ କର୍ମ ଦେଖିଥିଲେ, ସେମାନେ ତାହାଙ୍କଠାରେ ବିଶ୍ୱାସ କଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮರಿಕ್ ಭೆಟುಕ್ ಯೆಲ್ಲ್ಯಾ ಲೈ ಲೊಕಾನಿ ಜೆಜುನ್ ಕರಲ್ಲೆ ಹೆ ಬಗಟ್ಲ್ಯಾನಿ ಅನಿ ತೆಚೆ ವರ್ತಿ ವಿಶ್ವಾಸ್ ಕರ್ಲ್ಯಾನಿ.