John 11:47 — Compare Translations

7 translations compared side by side

Odia - 1840
"ତା'ପରେ ମୁଖ୍ଯ ଯାଜକ ଓ ଫାରୂଶୀମାନେ ଯିହୂଦୀ ପରିଷଦର ଗୋଟିଏ ସଭା ଡାକିଲେ। ସମାନେେ କହିଲେ, ଆମ୍ଭର କ'ଣ କରିବା ଉଚିତ୍? ଏହି ଲୋକ ବହୁତ ଆଶ୍ଚର୍ୟ୍ଯ କାର୍ୟ୍ଯ କରୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ପ୍ରଧାନ ଯାଜକ ଓ ଫାରୂଶୀମାନେ ମହାସଭା ଆହ୍ଵାନ କରି କହିଲେ, ଆମ୍ଭେମାନେ କଅଣ କରୁଅଛୁ? ଏ ଲୋକ ତ ଅନେକ ଆଶ୍ଚର୍ଯ୍ୟକର୍ମ କରୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ଶୁଣି ଫାରୁଶୀ ଓ ମୁଖ୍ୟ ଯାଜକମାନେ ମହାସଭାର ସଦସ୍ୟମାନଙ୍କୁ ଭେଟି କହିଲେ, “ଆମେ କ’ଣ କିରବା? ଦେଖ, ଏ ଲୋକଟା କେତେ କେତେ ଆଶ୍ଚର୍ଯ୍ୟ କର୍ମ କରି ଯାଉଛି।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୁଖ୍ୟ ଯାଜକ ଓ ଫାରୂଶୀମାନେ ଯିହୂଦୀ ପରିଷଦର ଗୋଟିଏ ସଭା ଡାକିଲେ। ସେମାନେ କହିଲେ, “ଆମ୍ଭର କ’ଣ କରିବା ଉଚିତ୍? ଏହି ଲୋକ ବହୁତ ଆଶ୍ଚର୍ଯ୍ୟ କାର୍ଯ୍ୟ କରୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ପ୍ରଧାନ ଯାଜକ ଓ ଫାରୂଶୀମାନେ ମହାସଭା ଆହ୍ୱାନ କରି କହିଲେ, ଆମ୍ଭେମାନେ କଅଣ କରୁଅଛୁ? ଏ ଲୋକ ତ ଅନେକ ଆଶ୍ଚର୍ଯ୍ୟକର୍ମ କରୁଅଛି।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ପ୍ରଧାନ ଯାଜକ ଓ ଫାରୂଶୀମାନେ ମହାସଭା ଆହ୍ୱାନ କରି କହିଲେ, ଆମ୍ଭେମାନେ କ'ଣ କରୁଅଛୁ? ଏ ଲୋକ ତ ଅନେକ ଆଶ୍ଚର୍ଯ୍ୟକର୍ମ କରୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಮನುನ್ ಫಾರಿಜೆವಾನಿ ಅನಿ ಯಾಜಕಾಂಚ್ಯಾ ಮುಖಂಡಾನಿ ಸನ್ಹೆದ್ರಿನ್ ಸಭಾ ಜಮುಲ್ಯಾನಿ ಅನಿ, “ಅಮಿ ಕಾಯ್ ಕರುಂವಾ? ಹ್ಯೊ ಮಾನುಸ್ ಕಸ್ಲಿ ಅಜಾಪಾ ಕರುಕ್ ಲಾಗ್ಲಾ ಬಗಾ!