John 11:48 — Compare Translations
7 translations compared side by side
Odia - 1840
"ଯଦି ଆମ୍ଭେ ତାକୁ ଏଭଳି କାର୍ୟ୍ଯ କରିବା ପାଇଁ ଛାଡିଦବୋ, ତାହାକୁ ସମସ୍ତେ ବିଶ୍ବାସ କରିବେ। ତା'ପରେ ରୋମୀୟମାନେ ଆସି ଆମ ମନ୍ଦିର ଓ ଆମ୍ଭ ଜାତି ଉଭୟକୁ ନଷ୍ଟ କରି ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଦି ଆମ୍ଭେମାନେ ତାହାକୁ ଏପରି ଛାଡ଼ିଦେବା, ତାହାହେଲେ ସମସ୍ତେ ତାହାଠାରେ ବିଶ୍ଵାସ କରିବେ, ଆଉ ରୋମୀୟମାନେ ଆସି ଆମ୍ଭମାନଙ୍କର ଏହି ସ୍ଥାନ ଓ ଜାତି ଉଭୟଙ୍କୁ ନଷ୍ଟ କରିଦେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହିପରି କାମ ସବୁ କରିବା ପାଇଁ ତାକୁ ଯଦି ଛାଡ଼ିଦେବା, ସମସ୍ତେ ତା’ଠାରେ ବିଶ୍ୱାସ କରିବେ। ତା’ ହେଲେ ରୋମୀୟମାନେ ଆସି ଆମ ମନ୍ଦିର ଓ ଆମ ଜାତିକୁ ଧ୍ୱଂସ କରି ଦେବେ।”
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଆମ୍ଭେ ତାକୁ ଏଭଳି କାର୍ଯ୍ୟ କରିବା ପାଇଁ ଛାଡ଼ିଦେବା, ତାହାକୁ ସମସ୍ତେ ବିଶ୍ୱାସ କରିବେ। ତା’ପରେ ରୋମୀୟମାନେ ଆସି ଆମ ମନ୍ଦିର ଓ ଆମ୍ଭ ଜାତି ଉଭୟକୁ ନଷ୍ଟ କରିଦେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ଆମ୍ଭେମାନେ ତାହାକୁ ଏପରି ଛାଡ଼ିଦେବା, ତାହାହେଲେ ସମସ୍ତେ ତାହାଠାରେ ବିଶ୍ୱାସ କରିବେ, ଆଉ ରୋମୀୟ ଅଧିକାରୀମାନେ ଆସି ଆମ୍ଭମାନଙ୍କର ଏହି ସ୍ଥାନ ଓ ଜାତି ଉଭୟଙ୍କୁ ନଷ୍ଟ କରିଦେବେ।
Odia IRV 2017 (ଓଡିଆ ବାଇବେଲ)
ଯଦି ଆମ୍ଭେମାନେ ତାହାକୁ ଏପରି ଛାଡ଼ିଦେବା, ତାହାହେଲେ ସମସ୍ତେ ତାହାଠାରେ ବିଶ୍ୱାସ କରିବେ, ଆଉ ରୋମୀୟମାନେ ଆସି ଆମ୍ଭମାନଙ୍କର ଏହି ସ୍ଥାନ ଓ ଜାତି ଉଭୟଙ୍କୁ ନଷ୍ଟ କରିଦେବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ಹೆಕಾ ಅಶಿಚ್ ಫಿಡೆ ಜಾವ್ಕ್ ಸೊಡುನ್ ದಿಲ್ಯಾರ್, ಸಗ್ಳಿ ಲೊಕಾ ಹೆಚೆವರ್ತಿ ವಿಶ್ವಾಸ್ ಕರ್ತಾತ್, ಅನಿ ರೊಮಾಚೆ ಅದಿಕಾರಿ ಯೆವ್ನ್ ಅಮ್ಚ್ಯಾ ದೆವಾಚಿ ಗುಡಿ ಅನಿ ಅಮ್ಚೊ ದೆಶ್ ನಾಸ್ ಕರುನ್ ಟಾಕ್ತಿಲ್!” ಮಟ್ಲ್ಯಾನಿ