John 11:5 — Compare Translations
7 translations compared side by side
Odia - 1840
"ଯୀଶୁ ମାର୍ଥା, ତା'ର ଭଉଣୀ ମରିୟମ ଓ ଲାଜାରଙ୍କୁ ବହୁତ ଭଲ ପାଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ମାର୍ଥା, ତାଙ୍କ ଭଉଣୀ ଓ ଲାଜାରଙ୍କୁ ସ୍ନେହ କରୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ମାର୍ଥା, ମରିୟମ ଓ ଲାଜାରଙ୍କୁ ସ୍ନେହ କରୁଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ମାର୍ଥା, ତା’ର ଭଉଣୀ ମରିୟମ ଓ ଲାଜାରଙ୍କୁ ବହୁତ ଭଲ ପାଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ, ମାର୍ଥା ଏବଂ ତାହାଙ୍କ ଭଉଣୀ ଏବଂ ଲାଜାରଙ୍କୁ ସ୍ନେହ କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ମାର୍ଥା, ତାଙ୍କ ଭଉଣୀ ଓ ଲାଜାରଙ୍କୁ ସ୍ନେହ କରୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುಕ್ ಮಾರ್ಥಾ ಅನಿ ತಿಚಿ ಭೆನ್ ಅನಿ ಲಾಜರಾಚೊ ಲೈ ಪ್ರೆಮ್ ಹೊತ್ತೊ.