John 11:50 — Compare Translations

7 translations compared side by side

Odia - 1840
"ସମଗ୍ର ଜାତି ଧ୍ବଂସ ପାଇବା ଅପେକ୍ଷା ଜଣେ ଲୋକ ଜନସାଧାରଣଙ୍କ ପାଇଁ ମରିବା ଉତ୍ତମ। କିନ୍ତୁ ତୁମ୍ଭେ ତାହା ଅନୁଭବ କରୁନାହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମୁଦାୟ ଜାତି ବିନଷ୍ଟ ନ ହୋଇ ଲୋକସାଧାରଣଙ୍କ ନିମନ୍ତେ ଜଣେ ଯେ ମରିବା ତୁମ୍ଭମାନଙ୍କ ପକ୍ଷରେ ମଙ୍ଗଳଜନକ, ଏହା ମଧ୍ୟ ତୁମ୍ଭେମାନେ ବିଚାର କରୁ ନାହଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମେ କ’ଣ ବୁଝିପାରୁ ନାହଁ, ସମଗ୍ର ଜାତି ବିନଷ୍ଟ ହେବା ଅପେକ୍ଷା ଜଣେ ଲୋକ ବରଂ ମରିବା ଉଚିତ।”
Odia Bible ERV 2004 (ପବିତ୍ର ବାଇବଲ)
ସମଗ୍ର ଜାତି ଧ୍ୱଂସ ପାଇବା ଅପେକ୍ଷା ଜଣେ ଲୋକ ଜନସାଧାରଣଙ୍କ ପାଇଁ ମରିବା ଉତ୍ତମ। କିନ୍ତୁ ତୁମ୍ଭେ ତାହା ଅନୁଭବ କରୁ ନାହଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମୁଦାୟ ଜାତି ବିନଷ୍ଟ ନ ହୋଇ ଲୋକସାଧାରଣଙ୍କ ନିମନ୍ତେ ଜଣେ ଯେ ମରିବା ତୁମ୍ଭମାନଙ୍କ ପକ୍ଷରେ ମଙ୍ଗଳଜନକ, ଏହା ମଧ୍ୟ ତୁମ୍ଭେମାନେ ବିଚାର କରୁ ନାହଁ।
Odia IRV 2017 (ଓଡିଆ ବାଇବେଲ)
ସମୁଦାୟ ଜାତି ବିନଷ୍ଟ ନ ହୋଇ ଲୋକସାଧାରଣଙ୍କ ନିମନ୍ତେ ଜଣେ ଯେ ମରିବା ତୁମ୍ଭମାନଙ୍କ ପକ୍ଷରେ ମଙ୍ଗଳଜନକ, ଏହା ମଧ୍ୟ ତୁମ୍ଭେମାନେ ବିଚାର କରୁ ନାହଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳೊ ದೆಶ್ ನಾಸ್ ಹೊತಲ್ಯಾಚ್ಯಾ ಬದ್ಲಾಕ್, ಸಗ್ಳ್ಯಾ ಲೊಕಾಂಚ್ಯಾ ಸಾಟ್ನಿ ಎಕ್ ಮಾನುಸ್ ಮರ್‍ತಲೆ ಬರೆ ಮನುನ್ ಗೊತ್ತ್ ನಾ ಕಾಯ್?” ಮಟ್ಲ್ಯಾನ್.