John 11:52 — Compare Translations
7 translations compared side by side
Odia - 1840
"ହଁ, ଯୀଶୁ ଯିହୂଦୀ ଲୋକମାନଙ୍କ ପାଇଁ ନିଜ ଜୀବନ ଦବେେ। କିନ୍ତୁ ସେ ପରମେଶ୍ବରଙ୍କ ଅନ୍ୟ ସନ୍ତାନମାନଙ୍କ ପାଇଁ ମଧ୍ଯ ଜୀବନ ଦବେେ, ଯେଉଁମାନେ ଜଗତର ଚାରିଆଡେ ଚ୍ଛିନ୍ନ ଭିନ୍ନ ହାଇେ ରହିଛନ୍ତି। ସମାନଙ୍କେୁ ଏକାଠି କରିବା ପାଇଁ ଓ ସମସ୍ତଙ୍କୁ ଏକ କରିବା ପାଇଁ ଯୀଶୁ ମୃତ୍ଯୁ ଭୋଗ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ କେବଳ ସେହି ଜାତି ନିମନ୍ତେ ନୁହେଁ, ମାତ୍ର ଈଶ୍ଵରଙ୍କ ଛିନ୍ନଭିନ୍ନ ସନ୍ତାନମାନଙ୍କୁ ମଧ୍ୟ ସଂଗ୍ରହ କରି ଏକ କରିବା ନିମନ୍ତେ ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ଏଥିସକାଶେ ଏହି ଭାବବାଣୀ କହିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଛିନ୍ନଭିନ୍ନ ହୋଇଥିବା ଈଶ୍ୱରଙ୍କ ଲୋକମାନଙ୍କୁ ଗୋଟିଏ ଗୋଷ୍ଠୀରେ ଏକତ୍ରିତ କରାଇବା ପାଇଁ ଯୀଶୁ ମୃତ୍ୟୁବରଣ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ହଁ, ଯୀଶୁ ଯିହୂଦୀ ଲୋକମାନଙ୍କ ପାଇଁ ନିଜ ଜୀବନ ଦେବେ। କିନ୍ତୁ ସେ ପରମେଶ୍ୱରଙ୍କ ଅନ୍ୟ ସନ୍ତାନମାନଙ୍କ ପାଇଁ ମଧ୍ୟ ଜୀବନ ଦେବେ, ଯେଉଁମାନେ ଜଗତର ଗ୍ଭରିଆଡ଼େ ଛିନ୍ନଭିନ୍ନ ହୋଇ ରହିଛନ୍ତି। ସେମାନଙ୍କୁ ଏକାଠି କରିବା ପାଇଁ ଓ ସମସ୍ତଙ୍କୁ ଏକ କରିବା ପାଇଁ ଯୀଶୁ ମୃତ୍ୟୁ ଭୋଗ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ କେବଳ ସେହି ଜାତି ନିମନ୍ତେ ନୁହେଁ, ମାତ୍ର ଈଶ୍ବରଙ୍କ ଛିନ୍ନଭିନ୍ନ ସନ୍ତାନମାନଙ୍କୁ ମଧ୍ୟ ସଂଗ୍ରହ କରି ଏକ କରିବା ନିମନ୍ତେ ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ଏଥିସକାଶେ ଏହି ଭାବବାଣୀ କହିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ କେବଳ ସେହି ଜାତି ନିମନ୍ତେ ନୁହେଁ, ମାତ୍ର ଈଶ୍ୱରଙ୍କ ଛିନ୍ନଭିନ୍ନ ସନ୍ତାନମାନଙ୍କୁ ମଧ୍ୟ ସଂଗ୍ରହ କରି ଏକ କରିବା ନିମନ୍ତେ ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ଏଥିସକାଶେ ଏହି ଭାବବାଣୀ କହିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಖಾಲಿ ತೆಂಕಾ ಎವ್ಡೆಚ್ ನ್ಹಯ್, ಮಾಳ್ಬರ್ ಹೊವ್ನಗೆಲ್ಲ್ಯಾ ದೆವಾಚ್ಯಾ ಲೊಕಾಕ್ನಿ ಗೊಳಾ ಕರುನ್ ಎಕ್ ಕರುಕಸಾಟ್ನಿ ತೊ ಮರ್ತಾ.