John 11:54 — Compare Translations
7 translations compared side by side
Odia - 1840
"ତେଣୁ ଯୀଶୁ ଯିହୂଦୀମାନଙ୍କ ମଧିଅରେ ଖାେଲାଖାଲିେ ଭାବରେ ଯାତ୍ରା କରିବା ବନ୍ଦ କରି ଦେଲେ। ସେ ୟିରୂଶାଲମ ଛାଡି ମରୁଭୂମି ପାଖଥିବା ଗୋଟିଏ ସ୍ଥାନକୁ ଚାଲିଗଲେ। ସହେି ସହରର ନାମ ଏଫ୍ରଯିମ। ସେ ସଠାେରେ ନିଜ ଶିଷ୍ଯମାନଙ୍କ ସହିତ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଯୀଶୁ ଯିହୁଦୀମାନଙ୍କ ମଧ୍ୟରେ ଆଉ ପ୍ରକାଶରେ ଗମନାଗମନ କଲେ ନାହିଁ, କିନ୍ତୁ ସେ ସେସ୍ଥାନରୁ ବାହାରିଯାଇ ପ୍ରାନ୍ତର ନିକଟରେ ଥିବା ଅଞ୍ଚଳର ଏଫ୍ରୟିମ ନାମକ ଗୋଟିଏ ନଗରକୁ ପ୍ରସ୍ଥାନ କଲେ, ଆଉ ସେ ଶିଷ୍ୟମାନଙ୍କ ସହିତ ସେଠାରେ ରହିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଥିପାଇଁ ଯୀଶୁ ଇହୁଦୀମାନଙ୍କ ମଧ୍ୟରେ ଆଉ ପ୍ରକାଶ୍ୟେର ଯାତାୟାତ କଲେ ନାହିଁ ଏବଂ ମରୁଭୂମି ନିକଟରେ ଥିବା ଇଫ୍ରୟିମ ନାମକ ଗୋଟିଏ ସହରକୁ ଯାଇ ସେଠାରେ ଶିଷ୍ୟମାନଙ୍କ ସହିତ ଅବସ୍ଥାନ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯୀଶୁ ଯିହୂଦୀମାନଙ୍କ ମଧ୍ୟରେ ଖୋଲାଖୋଲି ଭାବରେ ଯାତ୍ରା କରିବା ବନ୍ଦ କରିଦେଲେ। ସେ ଯିରୁଶାଲମ ଛାଡ଼ି ମରୁଭୂମି ପାଖଥିବା ଗୋଟିଏ ସ୍ଥାନକୁ ଗ୍ଭଲିଗଲେ। ସେହି ସହରର ନାମ ଏଫ୍ରୟିମ । ସେ ସେଠାରେ ନିଜ ଶିଷ୍ୟମାନଙ୍କ ସହିତ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ଯୀଶୁ ଯିହୁଦୀ ଲୋକମାନଙ୍କ ମଧ୍ୟରେ ଆଉ ପ୍ରକାଶରେ ଗମନାଗମନ କଲେ ନାହିଁ, କିନ୍ତୁ ସେ ସେ ସ୍ଥାନରୁ ବାହାରିଯାଇ ପ୍ରାନ୍ତର ନିକଟରେ ଥିବା ଅଞ୍ଚଳର ଇଫ୍ରୟିମ ନାମକ ଗୋଟିଏ ନଗରକୁ ପ୍ରସ୍ଥାନ କଲେ, ଆଉ ସେ ଶିଷ୍ୟମାନଙ୍କ ସହିତ ସେଠାରେ ରହିଲେ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ଯୀଶୁ ଯିହୂଦୀମାନଙ୍କ ମଧ୍ୟରେ ଆଉ ପ୍ରକାଶରେ ଗମନାଗମନ କଲେ ନାହିଁ, କିନ୍ତୁ ସେ ସେ ସ୍ଥାନରୁ ବାହାରିଯାଇ ପ୍ରାନ୍ତର ନିକଟରେ ଥିବା ଅଞ୍ଚଳର ଏଫ୍ରୟିମ ନାମକ ଗୋଟିଏ ନଗରକୁ ପ୍ରସ୍ଥାନ କଲେ, ଆଉ ସେ ଶିଷ୍ୟମାନଙ୍କ ସହିତ ସେଠାରେ ରହିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಮನುನ್ ಅನಿ ಫಿಡೆ ಜೆಜು ಜುದೆವಾಂಚ್ಯಾ ಮದ್ದಿ ಬಹಿರಂಗ್ ಫಿರುಕ್ನಾ, ತೊ ಥೈತ್ನಾ ಡಂಗ್ಳಿಚ್ಯಾ ಜಗ್ಗೊಳ್ ಹೊತ್ತ್ಯಾ ಎಫ್ರಾಯಿಮ್ ಮನ್ತಲ್ಯಾ ಶಾರಾಕ್ ಗೆಲೊ, ಥೈ ತೊ ಅಪ್ನಾಚ್ಯಾ ಶಿಸಾಂಚ್ಯಾ ವಾಂಗ್ಡಾ ರ್ಹಾಲೊ.